ଶ୍ରୀମନ୍ଦିରକୁ ଫେରିଲେ ଶ୍ରୀଜଗନ୍ନାଥ; ବିନା ଭକ୍ତରେ ଶେଷ ହେଲା ରଥଯାତ୍ରା
ପୁରୀ: ପାରମ୍ପରିକ ନୀଳାଦ୍ରି ବିଜେ ନୀତି ସମାପ୍ତ ହେବା ସହିତ ଶେଷ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ନବଦିନାଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଶେଷକରି ଶ୍ରୀମନ୍ଦିରସ୍ଥିତ ରତ୍ନବେଦୀକୁ ବାହୁଡ଼ିଛନ୍ତି ଜଗତର ନାଥ ଶ୍ରୀଜଗନ୍ନାଥ ।
ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ…