ମଦ ବିକ୍ରିକୁ ନେଇ ସଂଘର୍ଷ; ଜଣେ ମୃତ ଓ ୬ ଆହତ
ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗ୍ରାମରେ ଦେଶୀ ମଦ ବିକ୍ରିକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି।ସୁ
ପ୍ରକାଶ ଯେ, ଉକ୍ତ ସଂଘର୍ଷରେ ଦୁଇ ଗୋଷ୍ଠୀର ଛଅ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ପିଙ୍କୁ ଦାସ।
ଆହତ ମାନଙ୍କୁ…