Latest Odisha News

BREAKING NEWS

Yearly Archives

2020

ରାଜ୍ୟରେ ଆଉ ୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୩୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଖୋର୍ଦ୍ଧାରୁ ୩…

ଗଲଓ୍ୱାନ ଘାଟି ବିବାଦ ଉପରେ ଫିଲ୍ମ କରିବେ ଅଜୟ ଦେବଗନ

ଏଲଏସିରେ ୨୦ ଭାରତୀୟ ବୀର ଯବାନଙ୍କ ବଳିଦାନର କାହାଣୀ ଫିଲ୍ମ ଜରିଆରେ କହିବେ ଅଜୟ ଦେବଗନ । ଦର୍ଶକ ବଡ଼ ପରଦାରେ ଦେଖିବେ ଜୁନ୍ ୧୫ ତାରିଖ ରାତିରେ ଚୀନ ସେନାର ସହ ଭାରତୀୟ ଯବାନଙ୍କ ରକ୍ତାକ୍ତ ସଂଘର୍ଷର କାହାଣୀ । ଗଲଓ୍ୱାନ ଘାଟି ବିବାଦ ଓ ସଂଘର୍ଷ ଉପରେ ଫିଲ୍ମ ନିର୍ମାଣ କରିବେ ବଲିଉଡ…

ଓଡିଶାର ୨୪ ଜିଲ୍ଲାରୁ ନୂଆ ୪୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୯୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୬୦୧ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ପାକିସ୍ତାନ ବୈଦେଶିକ ମନ୍ତ୍ରୀ କ୍ୟୁରେସୀଙ୍କୁ କରୋନା

ଇସଲାମାବାଦ: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ମହମ୍ମୁଦ କ୍ୟୁରେସୀଙ୍କୁ କରୋନା । ଭୂତାଣୁ ସଂକ୍ରମିତ ହୋଇଥିବା ନିଜେ ସୂଚନା ଦେଇଛନ୍ତି କ୍ୟୁରେସୀ । ରିପୋର୍ଟ ପଜିଟିଭ୍ ଆସିବା ପରେ ଏବେ ନିଜକୁ କ୍ୱାରେଣ୍ଟାଇନରେ ରଖିଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ । କ୍ୟୁରେସୀ ଟ୍ୱିଟ କରି ସୂଚନା…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ପୁରୀ, ରାୟଗଡା,…

ନୀଳାଦ୍ରି ବିଜେ: ସୁଆଦିଆ ରସଗୋଲାରେ ହେବ ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନଭଞ୍ଜନ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଭାରତୀୟ ପୁରାଣ ଶାସ୍ତ୍ରରେ ମହାଲକ୍ଷ୍ମୀ ହେଲେ ଜଣେ ଦେବୀ । କିନ୍ତୁ ଶ୍ରୀକ୍ଷେତ୍ର ଶ୍ରୀମନ୍ଦିରର ଲକ୍ଷ୍ମୀ ସାଆନ୍ତାଣୀ ହେଲେ ପ୍ରଥମେ ଜଣେ ପତ୍ନୀ ଓ ପରେ ଦେବୀ । ଏଠାରେ ମହାଲକ୍ଷ୍ମୀଙ୍କର ତାଙ୍କ ସ୍ୱାମୀ…

ପାଟଣାରେ ଶ୍ରାବଣ ସୋମବାରରେ କାଉଡିଆଙ୍କୁ ଜଳଲାଗି ମନା

ବିହାର: ପାଟଣା ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ଶ୍ରାବଣ ମାସରେ ଜଳଲାଗି ପାଇଁ କାଉଡିାଙ୍କୁ ମନା ହୋଇଛି ଶିବ ମନ୍ଦିର । ପାଟଣା ଜିଲ୍ଲାରେ ଥିବା ଶିବ ମନ୍ଦିର ସବୁ ଆସନ୍ତା ଅଗଷ୍ଟ ୪ ତାରିଖ ଯାଏଁ ବନ୍ଦ ରଖିବାକୁ ଘୋଷଣା…

ରେକର୍ଡ ଭାଙ୍ଗୁଛି କରୋନା; ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୨୨ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୬,୪୮,୩୧୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

କରୋନା ଚିକିତ୍ସା ପାଇଁ ସରକାରଙ୍କ ନୂଆ ଗାଇଡଲାଇନରେ କ’ଣ ଅଛି ? ଜାଣନ୍ତୁ

କରୋନା ସଂକ୍ରମିତ ଗୁରୁତର ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ନୂଆ ଗାଇଡଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ ଏଣିକି ଗୁରୁତର କରୋନା ରୋଗୀଙ୍କୁ ଦିଆଯାଉଥିବା ଆଣ୍ଟିଭାଇରାଲ୍ ଔଷଧ ରେମଡେସିଭିକୁ ପାଞ୍ଚ ଦିନ ଦିଆଯିବ ।…

ପଣ୍ୟ ପରିବହନ କ୍ଷେତ୍ରରେ ଇତିହାସ ରଚିଲା ପାରାଦୀପ ବନ୍ଦର

ପାରାଦୀପ: ଭାରତରେ ପଣ୍ୟ ପରିବହନ କ୍ଷେତ୍ରରେ ଇତିହାସ ସୃଷ୍ଟି କରିଛି ପାରାଦୀପ ବନ୍ଦର। କାନଡଲାର ଦିନଦୟାଲ ବନ୍ଦରକୁ ପଛରେ ପକାଇ ପଣ୍ୟ ପରିବହନ ରେ ଏକ ନମ୍ବର ସ୍ଥାନ ହାସଲ କରିଛି ପାରାଦୀପ ବନ୍ଦର। Congratulate @paradipport for becoming No-1 major #port for cargo handling…