ଆରମ୍ଭ ହେଲା ମହାପ୍ରଭୁଙ୍କ ସୁନାବେଶ; ରଥକୁ ଆସିଲା ମହଣ ମହଣ ସ୍ୱର୍ଣ୍ଣାଳଙ୍କାର
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବରେ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ରଥ ଉପରେ ମହଣ ମହଣ ସୁନା ପିନ୍ଧିବେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସମେତ ବଡ଼ଠାକୁର ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା ।
ପୁରୀ ଶ୍ରୀମନ୍ଦିରରେ ଥିବା ଏହି ସ୍ୱର୍ଣ୍ଣାଳଙ୍କାରଗୁଡ଼ିକୁ କଡ଼ା ସୁରକ୍ଷା ବ୍ୟବସ୍ଥା…