ଆମିର ଖାନ୍ଙ୍କ ରୋଷେୟା, ବଡିଗାର୍ଡଙ୍କ ସମେତ ୭ ଜଣ ସଦସ୍ୟ କରୋନା ପଜିଟିଭ
ମୁମ୍ବାଇ: କରୋନାକୁ ଲାଗୁନି ବ୍ରେକ । ଦେଶରେ ବଢ଼ି ଚାଲିଛି ସଂକ୍ରମଣ । ଏବେ ବଲିଉଡ ସୁପରଷ୍ଟାର ଆମିର ଖାନ୍ଙ୍କ ଘରେ କରୋନା ପ୍ରବେଶ କରିଛି । ତାଙ୍କ ଘରର ରୋଷେୟା, ବଡିଗାର୍ଡ ସମେତ ତାଙ୍କ ଟିମ୍ର ୭ ଜଣ ସଦସ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଆମିର ନିଜେ ଟ୍ୱିଟ୍ କରି ସୂଚନା…