କଣ୍ଟେନମେଣ୍ଟ ଜୋନ ଘୋଷଣା ହେଲା ନବରଙ୍ଗପୁରର ଏହି ୬ ଟି ଅଞ୍ଚଳ
ନବରଙ୍ଗପୁର: ଜିଲ୍ଲା ପ୍ରଶାସନ ପକ୍ଷରୁ ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । । ସୋମବାର ଦିନ ଜିଲ୍ଲାରେ ୭ ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହିସବୁ ଅଞ୍ଚଳରେ ଆସନ୍ତା ୬ ତାରିଖ ମଧ୍ୟରାତ୍ର…