Latest Odisha News

BREAKING NEWS

Yearly Archives

2020

କଟକ କ୍ୟାନ୍‌ସର ହସ୍ପିଟାଲରେ ଆଉ ୬ କରୋନା ପଜିଟିଭ

କଟକ: କ୍ୟାନ୍ସର ହସ୍ପିଟାଲରୁ ପୁଣି ବାହାରିଲେ ପଜିଟିଭ । କଟକ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରୁ ଆଉ ୬ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସିଡିଏମ୍‌ଓ ସୂଚନା ଦେଇଛନ୍ତି । ୬ ଆକ୍ରାନ୍ତଙ୍କ ମଧ୍ୟରେ ୪ କ୍ୟାନ୍ସର ରୋଗୀ, ଜଣେ ଆଟେଣ୍ଡାଣ୍ଟ ଅଛନ୍ତି। ଅନ୍ୟ ଜଣେ ଆକ୍ରାନ୍ତ ଆହାର…

ବଜ୍ରାଘାତରେ ଚାଷୀ ମୃତ, ଜଣେ ଗୁରୁତର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ରାଜପୁର ଗାଁରେ ବଜ୍ରପାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସମ୍ପୃକ୍ତ ବ୍ୟକ୍ତି ଜଣକଙ୍କ ନାମ ପ୍ରଫୁଲ୍ଲ ନାହକ (୩୫) ଏବଂ ସେ ଜଣେ ଚାଷୀ ବୋଲି ଜଣାପଡିଛି। ପ୍ରାପ୍ତ ସୂଚନାନୁଯାୟୀ ଆଜି ଅପରାହ୍ନରେ ସେ ଧାନ କ୍ଷେତରେ…

ତୃତୀୟ ଭାରତୀୟ ଭାବେ ଆଇସିସି ଏଲିଟି ପ୍ୟାନେଲରେ ସ୍ଥାନ ପାଇଲେ ନୀତିନ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ପାଇଁ ଗୌରବ ଆଣିଛନ୍ତି ନୀତିନ ମୋଇନ । ସେ ତୃତୀୟ ଭାରତୀୟ ଭାବେ ଆଇସିସି ଏଲିଟ ଅମ୍ପାୟର ପ୍ୟାନେଲରେ ସ୍ଥାନ ପାଇଛନ୍ତି । ଭାରତର ଶ୍ରୀନିବାସ ଭେଙ୍କଟରାଘବନ ଓ ସୁନ୍ଦରରାମ ରବି ଏହି ପ୍ୟାନେଲରେ ସ୍ଥାନ ପାଇ ସାରିଛନ୍ତି । ପୂର୍ବତନ ଅମ୍ପାୟର ନରେନ୍ଦ୍ର ମୋଇନିଙ୍କ…

ମହାରାଷ୍ଟ୍ରରେ ଜୁଲାଇ ୩୧ ଯାଏଁ ବଢ଼ିଲା ଲକଡାଉନ୍ ଅବଧି

ମହାରାଷ୍ଟ୍ର: ଅନଲକ୍-୧ ଶେଷ ହେବାର ଗୋଟିଏ ଦିନ ପୂର୍ବରୁ ଲକଡାଉନ୍ ଅବଧି ବୃଦ୍ଧି କରିଛି ମହାରାଷ୍ଟ୍ର । ଆସନ୍ତା ଜୁଲାଇ ୩୧ ଯାଏଁ ମହାରାଷ୍ଟ୍ରରେ ଜାରି ରହିବ ଲକଡାଉନ୍ । ଏନେଇ ମହାରାଷ୍ଟ୍ର ସରକାର ଘୋଷଣା କରିଛନ୍ତି । ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ଦ୍ରୁତ ଗତିରେ ବଢୁଥିବା ଦୃଷ୍ଟିରୁ…

ବାହୁଡ଼ା ଯାତ୍ରା ପାଇଁ କ’ଣ ରହିଛି ନୀତି ନିର୍ଘଣ୍ଟ, ଜାଣନ୍ତୁ…

ପୁରୀ: ବାହୁଡ଼ା ଯାତ୍ରା ଲାଗି ଗୁଣ୍ଡିଚା ମନ୍ଦିର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ଯାତ୍ରା ପାଇଁ ନୀତି ନିର୍ଘଣ୍ଟ କରାଯାଇଛି। ଜାଣନ୍ତୁ, କ'ଣ ରହିଛି ନୀତି ନିର୍ଘଣ୍ଟ... ମଙ୍ଗଳ ଆଳତି- ଭୋର ୪ଟା ମଇଲମ ଲାଗି- ଭୋର ୪ଟା ୧୫ମି. ତଡପ ଲାଗି-…

ହୁରିୟତ କନଫରେନ୍ସରୁ ଇସ୍ତଫା ଦେଲେ ସୟଦ ଅଲୀ ଶାହ ଗିଲାନୀ

ଶ୍ରୀନଗର: ହୁରିୟତ କନଫରେନ୍ସରୁ ବିଚ୍ଛିନ୍ନତାବାଦୀ ନେତା ସୟଦ ଅଲୀ ଶାହ ଗିଲାନୀ ଇସ୍ତଫା ଦେଇଛନ୍ତି । ୯୦ ବର୍ଷୀୟ ଗିଲାନୀ କହିଛନ୍ତି, ବର୍ତ୍ତମାନ ସ୍ଥିତିରେ ହୁରିୟତ କନଫରେନ୍ସ ଫୋରମରେ ଯାହା ସବୁ ଚାଲିଛି, ତାହା ଆଦୌ ଗ୍ରହଣୀୟ ନୁହେଁ। ତେଣୁ ମୁଁ ପୂରା ଫୋରମରୁ ଇସ୍ତଫା ଦେଉଛି । ମୁଁ ଏ…

ହାର୍ଲେ ଡାଭିଡସନ ବାଇକ ଚଲାଇଲେ ଜଷ୍ଟିସ ବୋବ୍‌ଡେ

ନୂଆଦିଲ୍ଲୀ: ହାର୍ଲେ ଡାଭିଡସନ ବାଇକରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି । ମାଇଁ ଲର୍ଡ ଚଲାଇଲେ ଲଗଜୁରିଅସ୍ ଦମୀ ବାଇକ୍ । ରବିବାର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏସ୍‌.ଏସ ବୋବ୍‌ଡେଙ୍କ ନୂଆ ଅନ୍ଦାଜ ଦେଖିବାକୁ ମିଳିଛି । ନାଗପୁରରେ ଏକ ହାର୍ଲେ ଡାଭିଡସନ ବାଇକରେ ବୋବ୍‌ଡେ…

ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଅଣାୟତ ହେଲାଣି କରୋନା । ଦିନକୁ ଦିନ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏହାରି ଭିତରେ ସୁସ୍ଥ ହାର ମଧ୍ୟ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୨୦୩ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାରୁ ମୋଟ ଆରୋଗ୍ୟ ସଂଖ୍ୟା ୪୯୪୬ରେ…

ସାଧାରଣ ଲୋକଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ଯାଜପୁର: ସରକାରୀ କାର‌୍ୟ୍ୟାଳୟକୁ ସାଧାରଣ ଲୋକଙ୍କୁ ଯିବା ମନା । ଜୁଲାଇ ୮ ଯାଏଁ ଜିଲ୍ଲାର ସମସ୍ତ ସରକାରୀ କାର‌୍ୟ୍ୟାଳୟକୁ ଏହି କଟକଣା ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କର୍ମଚାରୀମାନେ ମାସ୍କ ପିନ୍ଧି ଓ ସାମାଜିକ ଦୂରତା ମାନି କାର‌୍ୟ୍ୟ କରିବେ । ଯାଜପୁରରେ କରୋନା ସଂକ୍ରମଣ…

ବଜ୍ରପାତ ସହ ବର୍ଷା ସମ୍ଭାବନା; ଏହିସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ସନ୍ଧ୍ୟା ୭ଟା ସୁଦ୍ଧା ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…