ଓଡିଶାରେ ୬ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ଟପିଛି।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।…