Latest Odisha News

BREAKING NEWS

Yearly Archives

2020

ଲକ୍ଷାଧିକ ଟଙ୍କାର ଗୋଲ୍ଡ ବ୍ରେସଲେଟ ପାଇ ପୋଲିସକୁ ଫେରାଇଲେ ଏହି ଯୁବ ଆଇନଜୀବୀ !

ବ୍ରହ୍ମପୁର: ନିଜର ସଚ୍ଚୋଟତା ଲାଗି ଆଜି ବ୍ରହ୍ମପୁରର ଜଣେ ଯୁବ ଆଇନଜୀବୀ ସବୁ ମହଲରୁ ପ୍ରଶଂସିତ ହେବାରେ ଲାଗିଛନ୍ତି । ବାଲାଜୀ ରେଡ୍ଡୀ ନାମକ ଜଣେ ଯୁବ ଆଇନଜୀବୀ ଗୋପାଳପୁର ଜଙ୍କସନରେ ୧.୪୫ ଲକ୍ଷ ଟଙ୍କା ମୂଲ୍ୟର ଏକ ଗୋଲ୍ଡ ବ୍ରେସଲେଟ୍ ପାଇଥିଲେ । ସେ ଏହି ମୂଲ୍ୟବାନ ବ୍ରେସଲେଟଟିକୁ…

ବନ୍ୟା, ବାତ୍ୟା ମୁକାବିଲା ପାଇଁ ଓଡିଶା ପ୍ରସ୍ତୁତ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ବନ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ଅମ୍ପାନ ଓ ବୁଲବୁଲ ଠାରୁ ପଙ୍ଗପାଳ ସମସ୍ୟା ଯାଏ ରାଜ୍ୟ ସରକାର ସବୁ ସମସ୍ୟାର ସଫଳ ମୁକାବିଲା କରିଛନ୍ତି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି । ବିଭିନ୍ନ ଦୁର୍ବିପାକ…

କରୋନା ପ୍ରଭାବ: ଉଦଘାଟନ ହେବାର ୨ ଘଣ୍ଟା ପରେ ସିଲ୍ ହେଲା ସୁପର୍ ଷ୍ଟୋର୍ !

ଢେଙ୍କାନାଳ: ଢେଙ୍କାନାଳ ସହରର ଦକ୍ଷିଣକାଳୀ ରୋଡ଼ରେ ଶୁକ୍ରବାର ଦିନ ରିଲାଏନ୍ସ ସୁପର ଷ୍ଟୋର୍ ଉଦଘାଟନ ହେବାର ମାତ୍ର ୨ ଘଣ୍ଟା ପରେ ସିଲ୍ ହୋଇଛି । ଏହି ଘଟଣାନେଇ ଏବେ ସହରରେ ଚର୍ଚ୍ଚା ହେବାରେ ଲାଗିଛି । ଏସମ୍ପର୍କରେ ତହସିଲଦାର ଲକ୍ଷ୍ମୀଧର ରାଉତ ଗଣମାଧ୍ୟମକୁ କହିଛନ୍ତି ଯେ, ସାମାଜିକ…

କୋଭିଡ୍ ନିୟନ୍ତ୍ରଣରେ ଓଡିଶା ଭଲ ସ୍ଥିତିରେ ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ଗୁରୁତ୍ୱ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପର୍ଯ୍ୟୟ ସମୟରେ ଆମର ପ୍ରସ୍ତୁତି ଗତିଶୀଳ, ସମାଗ୍ରିକ ଓ ଭାଗିଦାରୀ…

ଘୋଷ ଯାତ୍ରା ପରମ୍ପରାରୁ ସୃଷ୍ଟି ହେଉ ନୂତନ ପରମ୍ପରା

ଏଥର ଘୋଷ ଯାତ୍ରା ଭକ୍ତ ଶୂନ୍ୟ ବଡ଼ ଦାଣ୍ଡ ସେବାୟତ ଶୂନ୍ୟ ରଥ ପରମ୍ପରା ଭିତରେ ଘୋଷ ଯାତ୍ରା ହେଲେ ଏହି କଥା କେହି କହିଲେନି, ବୋଧେ ମହାପ୍ରଭୁଙ୍କ ଇଚ୍ଛା ମୋ ଦ୍ୱାରା ପରି ପ୍ରକାଶ ହଉ। ହୁଁ ଅଳିଆ, ଆବର୍ଜନା, ପାଣି ପାଉଚ, ମୂତ୍ର, ହଜି ଯାଇଥିବା ଚପଲ ଅବା ଜୋତା ବିହୀନ ରଥଯାତ୍ରାର…

ଉଲିବୁର ଖଣି ଦୁର୍ନୀତି ମାମଲା: ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ

କଟକ: ଉଲିବୁର ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ମିଳିଛି ଜାମିନ । ଦୀପକଙ୍କୁ ସର୍ତ୍ତମୂଳକ ଭାବେ ଏକ ମାସ ପାଇଁ ହାଇକୋର୍ଟ ଅନ୍ତରୀଣ ଜାମିନ୍ ଦେଇଛନ୍ତି । ଏକ କୋଟି ଟଙ୍କାର ଅର୍ଥରାଶି ଜମା ସହ ଦୁଇ କୋଟି ଟଙ୍କାର ଦୁଇ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ତାଙ୍କୁ…

କୋଭିଡ ପରିଚାଳନାରେ ସରକାର ବିଫଳ: ବିରୋଧୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ କୋଭିଡ୍ ପରିଚାଳନାରେ ବିଫଳତାକୁ ନେଇ ରାଜରାସ୍ତାରେ ଗର୍ଜିଛନ୍ତି ବିରୋଧୀ । ଆଜି ୧୩ଟି ବିରୋଧୀ ଦଳ ଏକାଠି ହୋଇ ମିଳିତ ଭାବେ ପ୍ରତିବାଦ କରିଛନ୍ତି । କଂଗ୍ରେସ, ବାମ ଦଳ, ଆମ୍ ଆଦମୀ ପାର୍ଟି ସମେତ ୧୩ଟି ବିରୋଧୀ ଦଳ ରାଜଧାନୀର ମାଷ୍ଟର କ୍ୟାଂଟିନ ଛକରେ ପ୍ରତିବାଦ…

ଫାଇନ ଦେଲେ ପିସିସି ସଭାପତି

ଭୁବନେଶ୍ୱର: କରୋନା ସମୟରେ ସାମାଜିକ ଦୂରତା ନମାନି ରାଜନୈତିକ କାର୍ଯ୍ୟକ୍ରମ କରିଥିବାରୁ ପିସିସି ସଭାପତି ଜରିମାନା ଦେଇଛନ୍ତି । ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଠାରୁ ଫାଇନ କାଟିଛି ପୋଲିସ । ସେ ୫ଶହ ଟଙ୍କା ଫାଇନ୍ ଦେଇଛନ୍ତି । ରାଜ୍ୟ ସରକାରଙ୍କ କୋଭିଡ୍ ପରିଚାଳନାରେ ବିଫଳତାକୁ ନେଇ…

ସ୍ୱଳ୍ପ ଖର୍ଚ୍ଚ, ସ୍ୱଳ୍ପ ସମୟ ଓ ଅଧିକ ଆୟର ମାଧ୍ୟମ – ଜୈବିକ କୃଷି

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଚାଷ – ଏକ ବ୍ୟବସାୟ ନୁହେଁ ବରଂ ଏକ ସ୍ୱର୍ଗୀୟ ଅନୁଭବ । ଆଉ ପୁଣି ଧରିତ୍ରୀମାତା ସହ ଏକ ମାର୍ମିକ ସମ୍ପର୍କ । ରାତି ପାହିଲେ ହାତରେ ଲଙ୍ଗଳ , କାନ୍ଧରେ ଗାମୁଛା ଆଉ ପଖାଳ ମୁଠେ ଖାଇଦେଇ ଆରମ୍ଭ ହୋଇଯାଏ ଚାଷର ପର୍ବ…

୩୦ ବର୍ଷ ପରେ ଲିଭରପୁଲ ଜିତିଲା ଇଂଲିଶ ଫୁଟବଲ ଲିଗ୍‌

ଲଣ୍ଡନ: ୩୦ ବର୍ଷ ପରେ ଲିଭରପୁଲ ଇଂଲିଶ ଫୁଟବଲ ଲିଗ୍ ଟାଇଟଲ ହାସଲ କରିଛି । ଲିଗ ଭିତିକ ଏହି ଟୁର୍ଣ୍ଣାମେଂଟରେ ଲିଭରପୁଲକୁ ପଏଂଟ ଆଧାରରେ ବିଜୟ ଘୋଷିତ କରାଯାଇଥିଲା । ଚେଲ୍ସି ୨-୧ରେ ମାଂଚେଷ୍ଟର ସିଟିକୁ ହରାଇବା ପରେ ଲିଭରପୁଲ ଫାଇଦାରେ ରହିଥିଲା । ୧୩୨ ବର୍ଷ ଇତିହାସରେ ଲିଭରପୁଲ ୧୯ଥର…