ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ମ୍ୟାଟ୍ରିକ ପରୀକ୍ଷା ଫଳ
ଭୁବନେଶ୍ୱର: ଆସନ୍ତା ଜୁନ ମାସ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଖାତା ଦେଖା ଶେଷ ହେବ ଓ ଜୁଲାଇ ଶେଷ ସପ୍ତାହ ସୁଦ୍ଧା ଫଳାଫଳ ପ୍ରକାଶ ପାଇବ । ଯେଉଁ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ବାକି ରହିଯାଇଥିବ ତାହାକୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) କାର୍ଯ୍ୟାଳୟକୁ ଅଣାଯାଇ ଖାତା ଦେଖା ଶେଷ…