ମାଲକାନଗିରି ଦୁଷ୍କର୍ମ ଘଟଣାରେ ରାଜ୍ୟ ମାନବାଧିକାରଙ୍କ ପାଖରେ ଫେରାଦ ହେଲା ବିଜେପି
ଭୁବନେଶ୍ୱର : ମାଲକାନଗିରି ପୋଲିସ କ୍ୟାଣ୍ଟିନରେ ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ଆଜି ରାଜ୍ୟ ମାନବାଧିକାରଙ୍କୁ ଭେଟିଛିି ରାଜ୍ୟ ବିଜେପି ।
ଘଟଣାକୁ ଦେଢ ମାସ ବିତି ଯାଇଥିଲେ ସୁଦ୍ଧା ଏ ଯାଏଁ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିନାହିଁ । ଘଟଣାରେ ମାନବାଧିକାର କମିଶନ…