ବର୍ଷା ସହ ବଜ୍ରପାତ ଆଶଙ୍କା: ୫ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ରାୟଗଡା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ…