ରଥଯାତ୍ରା ବନ୍ଦ କରିବାକୁ ଷଡଯନ୍ତ୍ର ଚାଲିଛି: ବିଜୟ ମହାପାତ୍ର
ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ୫ ଦିନ । ହେଲେ ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିିଁ ସେନେଇ ରାଜ୍ୟ ସରକାର ଚୂଡାନ୍ତ ନିଷ୍ପତ୍ତି ନେଇନାହାଁନ୍ତି । ଏହାରି ଭିତରେ ସରକାରଙ୍କୁ ଘେରିଛନ୍ତି ବିଜେପି ନେତା ବିଜୟ ମହାପାତ୍ର ।
ସେ କହିଛନ୍ତି, ସାଧାରଣରେ ସନ୍ଦେହ…