ପଞ୍ଚମହାଭୂତରେ ବିଲୀନ ହେଲେ ବଲିଉଡର ଶାନ୍ତଶିଷ୍ଟ ହିରୋ ସୁଶାନ୍ତ…
ମୁମ୍ବାଇ: ବଲିଉଡର ହ୍ୟାଣ୍ଡସମ୍ ହିରୋ ସୁଶାନ୍ତ ସିଂ ରାଜପୁତଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ମୁମ୍ବାଇର ବିଲ୍ଲୋପାଲ୍ ସେବା ସମାଜ ଶ୍ମଶାନ ଘାଟରେ ହୋଇଛି ସୁଶାନ୍ତଙ୍କ ଅନ୍ତିମ ସଂସ୍କାର ।
ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ପ୍ରବଳ ବର୍ଷା ସତ୍ତ୍ୱେ ଶ୍ମଶାନଘାଟରେ…