ଭିମସାରରେ ଗର୍ଭବତୀ ମହିଳା କରୋନା ପଜିଟିଭ ଚିହ୍ନଟ
ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଇ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମସାର) ର ମାତୃତ୍ୱ ଏବଂ ସ୍ତ୍ରୀ ରୋଗ ୱାର୍ଡରେ ଜଣେ ୨୭ ବର୍ଷ ବୟସ୍କା ଗର୍ଭବତୀ ମହିଳା କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ପ୍ରାପ୍ତ ସୂଚନାନୁଯାୟୀ…