ଓଡିଶାର ୮ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ,…