କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ; ବହୁ ରୋଗରେ ଥିଲେ ପିଡିତ
ଭୁବନେଶ୍ୱର: ଭୁବନେଶ୍ୱରର ଏକ କୋଭିଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ୩୮ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି ଗୁରୁବାର ଦିନ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ୱିଟ୍ ଅନୁଯାୟୀ ସମ୍ପୃକ୍ତ…