କାଶ୍ମୀର ପଣ୍ଡିତଙ୍କ ହତ୍ୟାକୁ ନେଇ ରାଗିଗଲେ ଅନୁପମ୍
ମୁମ୍ବାଇ: କାଶ୍ମୀର ପଣ୍ଡିତ ଘଟଣାକୁ ନେଇ ପୁଣି ଥରେ ସାମ୍ନାକୁ ଆସିଛନ୍ତି ବଲିଉଡ ଅଭିନେତା ଅନୁପମ ଖେର୍ । ସୋମବବାର ଦିନ(୮ଜୁନ୍) ଅନନ୍ତନାଗରେ ଜଣେ ହିନ୍ଦୁ ସରପଂଚଙ୍କୁ ଆତାଙ୍କବାଦୀ ଗୁଳି କରି ହତ୍ୟା କରିଥିଲେ । ଏହି ଘଟଣାକୁ ନେଇ ଅନୁପମ ଶୋକ ପ୍ରକଟ କରିବା ସହ ରାଗି ଯାଇଛନ୍ତି । ଏହାର ଏକ…