ବିଶିଷ୍ଟ ଡାକ୍ତର ସନାତନ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର: ବିଶିଷ୍ଟ ଡାକ୍ତର ସନାତନ ରଥଙ୍କ ଆଜି ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ନ୍ୟୁରୋସର୍ଜନ ଭାବେ ଡାକ୍ତର ରଥ ବେଶ ଜଣାଶୁଣା ଥିଲେ । ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ମନେରହିବ ବୋଲି ମୁଖ୍ୟମନ୍ତ୍ରୀ…