Latest Odisha News

BREAKING NEWS

Yearly Archives

2020

ଚୀନର ଗତିବିଧି ବିଶ୍ୱାସଯୋଗ୍ୟ ହେଉ ନାହିଁ : ସୀମାରେ ହେଲିକପ୍ଟର ଉଡାଇଲା

ନୂଆଦିଲ୍ଲୀ: ଚୀନର ଗତିବିଧି ବିଶ୍ୱାସଯୋଗ୍ୟ ହେଉ ନାହିଁ । ଗୋଟିଏ ପଟେ ଦ୍ୱିପାକ୍ଷିକ ଆଲୋଚନା କରୁଥିବା ବେଳେ ଅନ୍ୟପଟେ ଲଦାଖ ସୀମାରେ ଗତିବିଧି ବୃଦ୍ଧି କରୁଛି । ସୋମବାର ଚୀନ ପକ୍ଷରୁ ସୀମାରେ ହେଲିକପ୍ଟର ଉଡା ଯାଇଥିଲା । ତେବେ ଭାରତୀୟ ସେନା ସବୁ ପ୍ରକାର ପରିସ୍ଥିତି ପାଇଁ ସଜାଗ ରହିଛି ।…

୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୧୧ ଓ ୧୨ ତାରିଖ ମଧ୍ୟରେ ମୌସୁମୀ ଓଡିଶା ଆସିବାର ସମ୍ଭାବନା ରହିଛି । ତେବେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଂଟାରେ ଲଘୁଚାପରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭବନା ରହିଛି । ଏନେଇ…

ପୂର୍ବ ଭାରତର ବକାଶ ବିନା ଭାରତର ବିକାଶ ଅସମ୍ଭବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଏକ ନୂଆ ଆତ୍ମବିଶ୍ବାସ ନେଇ ଭାରତ ଆଗକୁ ବଢୁଛି । ପୂର୍ବ ଭାରତର ବିକାଶ ବିନା ଭାରତର ବିକାଶ ଅସମ୍ଭବ । ପୂର୍ବ ଭାରତକୁ ବିକଶିତ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀ ସଂକଳ୍ପବଦ୍ଧ । ଆଜି ଆୟୋଜିତ ହୋଇଥିବା ବିଜେପିର ଓଡ଼ିଶା ଜନ ସମ୍ବାଦ ରାଲିକୁ ସମ୍ବୋଧନ କରି କେନ୍ଦ୍ର ପେଟ୍ରୋଲିୟମ ଓ…

ଶାହା କହିଲେ ଓଡ଼ିଶାକୁ ବିକଶିତ ରାଜ୍ୟ କରିବା ଆମର ପ୍ରତିଶ୍ରୁତି

ଭୁବନେଶ୍ୱର: ଓଡ଼ିଶାକୁ ବିକଶିତ ରାଜ୍ୟ କରିବା ଆମର ପ୍ରତିଶୃତି । ଏହି ପ୍ରତିଶୃତିକୁ ପୂରଣ କରିବାକୁ କେନ୍ଦ୍ର ସରକାର କାର‌୍ୟ୍ୟ କରିୁଛନ୍ତି । ମୋଦୀ ବିଶ୍ୱରେ ଭାରତର ଗୌରବକୁ ବଢ଼ାଇଛନ୍ତି । ମୋଦୀ ଏପରି ନେତା ଯାହା କୁହନ୍ତି, ତାହା କରନ୍ତି । କେନ୍ଦ୍ରରେ ନରେନ୍ଦ୍ର ମୋଦୀ ସରକାରର ୨ୟ ପାଳିର…

୩ ମିନିଟ ଭିତରେ ରହିବ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ

ଭୁବନେଶ୍ୱର: ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଂଗୀତକୁ ୩ ମିନିଟ ଭିତରେ ଗାନ କରାଯିବ। ସ୍ୱର,ଲୟ ଓ ତାଳ କଣ ହେବ ଏନେଇ ୩ ଦିନ ହେବ ଆଲୋଚନା ଆରମ୍ଭ ହୋଇଛି । ତେବେ ଖୁବ ଶୀଘ୍ର ଏନେଇ ଜଣାଇ ଦିଆଯିବ । ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଏନେଇ ସୂଚନା ଦେଇଛନ୍ତି । ତେବେ ସଂଗୀତ ଗାନରେ…

ଚାନ୍ଦିପୁର ଗୋଳାବାରୁଦ ପରୀକ୍ଷା କେନ୍ଦ୍ରରେ ୨ କର୍ମଚାରୀଙ୍କୁ କରୋନା

ବାଲେଶ୍ୱର: ଚାନ୍ଦିପୁର ଗୋଳାବାରୁଦ ପରୀକ୍ଷା କେନ୍ଦ୍ରର ଦୁଇ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଉଭୟଙ୍କୁ କୋଲକାତାରେ ସ୍ୱତନ୍ତ୍ର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରାନ୍ତ ଚିହ୍ନଟ ପରେ ସଂସ୍ଥାରେ ଦିନକ ପାଇଁ ୱାର୍କ ଫ୍ରମ୍ ହୋମ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।…

ରାଜ୍ୟସଭା ନିର୍ବାଚନ ଲଢ଼ିବେ ଦେବଗୌଡା

ବାଙ୍ଗଲୋର: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବଗୌଡା ରାଜ୍ୟସଭା ନିର୍ବାଚନ ଲଢ଼ିବା ନେଇ ରାଜି ହୋଇଛନ୍ତି । ଜେଡିଏସ ପ୍ରତିଷ୍ଠାତା ରାଜ୍ୟସଭା ପ୍ରାଥୀ ହେବାକୁ ଯାଉଛନ୍ତି ବୋଲି ପୁତ୍ର ଏଚଡି କୁମାରସ୍ୱାମୀ ଟୁଇଟ କରିଛନ୍ତି । କଂଗ୍ରେସର ଅନୁରୋଧକ୍ରମେ ଦେବଗୌଡା ଏଥିନେଇ ରାଜି ହୋଇଥିବା…

ଭୁବନେଶ୍ୱରର ଡମଣାରୁ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ପଜିଟିଭଙ୍କ ମଧ୍ୟରୁ ଭୁବନେଶ୍ୱରର ଜଣେ ଅଛନ୍ତି। ଆକ୍ରାନ୍ତ ଜଣକ ଡମଣା ଅଞ୍ଚଳର ଜଣେ ୨୫ ବର୍ଷୀୟ ଯୁବକ । ଏ ନେଇବିଏମ୍‌ସି ଟ୍ୱିଟ କରି ସୂଚନା ଦେଇଛି ।ସେ ମୁମ୍ବାଇରୁ ଫେରିଥିଲେ। ମୁମ୍ବାଇରୁ ଫେରିବା ପରେ ହୋମ୍ କ୍ୱାରେଣ୍ଟିନରେ…

ଭଲ ଖବର: ସୁସ୍ଥ ହେଲେ ୯୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ସେହି ହାରରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୯୯୩ରେ ପହଂଚିଛି । 1 each from Koraput,…

ଦିଲ୍ଲୀରେ ବାରମ୍ବାର ଭୂମିକମ୍ପ: ବଡ ଧରଣର ବିପଦ ନେଇ ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ: ଦିଲ୍ଲୀ ଏନସିଆରରେ ବାରମ୍ବାର ଭୂକମ୍ପନ ହେବା ଏବେ ଚିନ୍ତାର କାରଣ ହୋଇଛି । କମ୍ ତୀବ୍ରତା ବିଶିଷ୍ଟ ଏହି ଭୂମିକମ୍ପ ୨ ମାସରେ ୧୪ଥର ହେଲାଣି । ଆଇଆଇଟି ଧନବାଦର ପ୍ରଫେସର ପିକେ ଖାନଙ୍କ ମତରେ ଏହା ଏକ ବଡ ବିପଦର ପ୍ରାରମ୍ଭିକ ସୂଚନା । ଦିଲ୍ଲୀ ଓ ବିହାର ମଧ୍ୟରେ ୭.୫ରୁ ୮.୫…