ସୁନ୍ଦରଗଡରେ ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ
ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ସୋମବାର ଦିନ ୧୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ପ୍ରଶାସନ।…
BREAKING NEWS