ଶ୍ରମିକ ସ୍ବତନ୍ତ୍ର ଟ୍ରେନରେ ଓଡ଼ିଶାକୁ ଫେରିଛନ୍ତି ୩ ଲକ୍ଷ ପ୍ରବାସୀ
ଭୁବନେଶ୍ୱର: କୋଭିଡ-୧୯ ଲକଡାଉନ ଯୋଗୁଁ ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରାୟ ତିନି ଲକ୍ଷରୁ ଅଧିକ ଓଡିଆ ପ୍ରବାସୀଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ଶ୍ରମିକ ସ୍ୱତନ୍ତ୍ର ଟ୍ରେନ୍ ୨୦୦ଥର ଚଳାଚଳ କରିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ କରାଯାଇଛି।
ଉକ୍ତ…