ଭାରତ-ଚୀନ ସୀମା ପରିସ୍ଥିତି: ଅବାସ୍ତବ ଖବର ନ’ଦେବାକୁ ଗଣମାଧ୍ୟମକୁ ପରାମର୍ଶ
ଭାରତ-ଚୀନ ସୀମାବର୍ତ୍ତୀ ଅଞ୍ଚଳରେ ସାମ୍ପ୍ରତିକ ପରିସ୍ଥିତିର ସମାଧାନ ପାଇଁ ପ୍ରତିଷ୍ଠିତ ସାମରିକ ଏବଂ କୂଟନୈତିକ ମାଧ୍ୟମ ଅନୁଯାୟୀ ଦୁଇ ଦେଶର ଅଧିକାରୀମାନେ ଆଲୋଚନା ଜାରି ରଖିଛନ୍ତି ।
ତେଣୁ, ଏହି ପର୍ଯ୍ୟାୟ କାଳରେ ସେ ସମ୍ପର୍କିତ କାର୍ଯ୍ୟକଳାପ ବିଷୟରେ କୌଣସି କାଳ୍ପନିକ ଏବଂ ଅବାସ୍ତବ…