ଜଙ୍ଗଲରୁ ଉଦ୍ଧାର ହେଲା ନବଜାତ ଶିଶୁପୁତ୍ର
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ପୋଟଳ ଗ୍ରାମ ନିକଟ ଏକ ଜଙ୍ଗଲରୁ ଶନିବାର ଦିନ ଏକ ନବଜାତ ଶିଶୁ ପୁତ୍ରକୁ ଉଦ୍ଧାର କରାଯାଇଛି ।
ପ୍ରାପ୍ତ ସୂଚନାରୁ ଜଣାପଡିଛି, ସ୍ଥାନୀୟ ବାସିନ୍ଦାମାନେ ଆଜି ସକାଳେ ଉକ୍ତ ଜଙ୍ଗଲ ନିକଟରେ ଏକ ଶିଶୁର କାନ୍ଦ ଶୁଣିବାକୁ ପାଇଥିଲେ । ପରେ…