Latest Odisha News

BREAKING NEWS

Yearly Archives

2020

ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଦୀପିକାଙ୍କ ଏହି ସିକ୍ରେଟ୍ !

ମୁମ୍ବାଇ: କରୋନା ପାଇଁ ସାରାଦେଶ ଲକଡାଉନ । ଏହି ସମୟରେ ସେଲିବ୍ରିଟି ମାନେ ନିଜ ପ୍ରଶଂସକଙ୍କୁ ବାନ୍ଧି ରଖିବା ପାଇଁ କେତେବେଳେ ନିଜର ଆକର୍ଷଣୀୟ ଫଟୋ ତ ଆଉ କେତେବେଳେ ମଜାଳିଆ ଭିଡିଓ ପୋଷ୍ଟ କରୁଛନ୍ତି। ତେବେ ନିକଟରେ ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କର ଏକ ସିକ୍ରେଟ…

ଆଶାଦିଦିଙ୍କୁ ଆକ୍ରମଣ ଅଭିଯୋଗ, କ୍ୱାରେଂଟିନ ସେଂଟରକୁ ଗଲେ ୪୦ରୁ ଅଧିକ ଅମାନିଆ ପ୍ରବାସୀ

ପାରାଦୀପ: ପାରାଦୀପ ଷଣ୍ଢକୁଦ ବସ୍ତିରେ ଧସେଇ ପସିଲେ ୮୦ରୁ ଅଧିକ ପ୍ରବାସୀ ଶ୍ରମିକ । ସେମାନଙ୍କୁ ସଂଗରୋଧ କେନ୍ଦ୍ରକୁ ଯିବାକୁ କହିବାରୁ ସ୍ଥାନୀୟ ଆଶାକର୍ମୀଙ୍କୁ ସେମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଆନ୍ଧ୍ରପ୍ରଦେଶରୁ ପ୍ରବାସୀ ଶ୍ରମିକମାନେ ଫେରିବା ପରେ…

ଗୋଟିଏ ଦିନ ପରେ ଇସ୍ତଫା ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଝାମଣା କରିବା ପରେ ରାଜ୍ୟ ବିଜେପି କାର୍ଯ୍ୟକାରୀ ସଦସ୍ୟ ଜଗନ୍ନାଥ ପ୍ରଧାନ ନିଜର ଇସ୍ତଫା ପତ୍ର ପ୍ରତ୍ୟାହାର କରିଛନ୍ତି । ଅଧିକ ପଢନ୍ତୁ - ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ: ସର୍ଭେ ଭୁବନେଶ୍ୱର…

ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ ଚିହ୍ନଟ, ୨୩୮୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବୁଧବାର ରାଜ୍ୟରେ ପୁଣି ୧୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଛି । Detail status of #COVID19 Total RT PCR Tests done…

ତାହିର ଦିଲ୍ଲୀ ହିଂସାର ମାଷ୍ଟରମାଇଣ୍ଡ, କ୍ରାଇମବ୍ରାଂଚର ଚାର୍ଜସିଟ ଦାଖଲ

ନୂଆଦିଲ୍ଲୀ: ଦିଲ୍ଲୀରେ ସିଏଏ ଓ ଏନଆରସି ବିରୋଧରେ ହୋଇଥିବା ହିଂସା ଘଟଣାରେ କ୍ରାଇମବ୍ରାଂଚ ଆମ ଆଦମୀ ପାର୍ଟିର ପୂର୍ବତନ ପାର୍ଷଦ ତାହିର ହୁସେନକୁ ମାଷ୍ଟର ମାଇଣ୍ଡ ବିବେଚନା କରିଛି । ଏଥିନେଇ କଡକଡଡୁମା କୋର୍ଟରେ ଚାର୍ଜସିଟ ଦାଖଲ କରାଯାଇଛି । ଏହି ହିଂସାରେ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ…

ପରଲୋକରେ ବିଶିଷ୍ଟ ସାହିତ୍ୟିକ ପ୍ରଫେସର ନିତ୍ୟାନନ୍ଦ ଶତପଥୀ

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ ତଥା ଶିକ୍ଷାବିତ୍ ପ୍ରଫେସର ଡକ୍ଟର ନିତ୍ୟାନନ୍ଦ ଶତପଥୀଙ୍କ ପରଲୋକ । ୮୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ୧୯୩୭ ମସିହା ଅକ୍ଟୋବର ୨୫ତାରିଖରେ ଜଗତସିଂହପୁର ତିର୍ତ୍ତୋଲ ଅନ୍ତର୍ଗତ ଗରେଇ ଶାସନରେ ଜନ୍ମଗ୍ରହଣ କରିଥିଲେ ଡକ୍ଟର ଶତପଥୀ । ରେଭନସା…

ବୋର୍ଡ଼ ପରୀକ୍ଷା କେନ୍ଦ୍ର ବଦଳ ନିମନ୍ତେ ସିବିଏସଇ ପକ୍ଷରୁ ନୂଆ ଗାଇଡ଼ଲାଇନ୍ ଜାରି

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପକ୍ଷରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ଼ ପରୀକ୍ଷା ନିମନ୍ତେ ଏକ ନୂଆ ଗାଇଡ଼ ଲାଇନ୍ ଜାରି କରାଯାଇଛି । କୋଭିଡ୍ -୧୯ ମହାମାରୀ ଯୋଗୁଁ ଛାତ୍ରଛାତ୍ରୀମାନେ ନିଜ ଘରୋଇ ଜିଲ୍ଲାଗୁଡ଼ିକରେ ଥିବା ପରୀକ୍ଷା କେନ୍ଦ୍ରରେ ମଧ୍ୟ ପରୀକ୍ଷା…

ଜୈଶ ଏ ଅହମ୍ମଦର ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରେ ସୁରକ୍ଷାକର୍ମୀଙ୍କୁ ବୁଧବାର ବଡ ସଫଳତା ମିଳିଛି । ଜୈଶ ଏ ଅହମ୍ମଦର ୩ ଆତଙ୍କବାଦୀ ସରକ୍ଷାକର୍ମୀ ଗୁଳିରେ ନିହତ ହୋଇଛନ୍ତି । ଏମାନେ ଆଇଇଡି ଏକ୍ସପର୍ଟ ଥିଲେ । ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଆତଙ୍କବାଦୀ ନିହତ ହେବା ପରେ ସେମାନଙ୍କ…

ଗଞ୍ଜାମବାସୀଙ୍କୁ ଅଧିକ ସତର୍କ ରହିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ

ବ୍ରହ୍ମପୁର: କୋରୋନା ମହାମାରୀକୁ ରୋକବାକୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି ସରକାର । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଛି ନିର୍ଦ୍ଦେଶନାମା। ସାମାଜିକ ଦୂରତ୍ବ ଏବଂ ମାସ୍କ ପିନ୍ଧିବା ବିଷୟକୁ ଅଧିକ ଗୁରୁତ୍ଵ ଦିଆଯିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ…

ପୁଣି ଅନ୍‌ଲାଇନ ମଦ ଠକେଇ: ୮୦ ହଜାର ଗାଏବ

ଭୁବନେଶ୍ୱର: ରାଜଧାନୀରେ ପୁଣି ଅନଲାଇନ ଠକେଇ। ଅନଲାଇନରେ ମଦ ବୁକିଂ ସମୟରେ ୮୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ। ମିଳିଥିବା ସୂଚନା ଅନୁସାରେ, ଅନଲାଇନରେ ମଦ ବୁକିଂ କରି ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଜଣେ ସଫ୍ଟୱେର ଇଞ୍ଜିନିୟର। ମଦ ବୁକିଂ ପରେ ଇଞ୍ଜିନିୟରଙ୍କ ଆକାଉଣ୍ଟରୁ ୮୦…