Latest Odisha News

BREAKING NEWS

Yearly Archives

2020

ନକଲି ନେତା : ନିରୀହ ଜନତା

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଭାରତବର୍ଷର ରାଜନୀତିରେ ଆଜି ସତ୍ୟ ନାହିଁ, ସୌନ୍ଦର୍ଯ୍ୟ ନାହିଁ, ସୌରଭ ନାହିଁ - ନାହିଁ ଆଦର୍ଶ, ନାହିଁ ମୂଲ୍ୟବୋଧ । ସ୍ୱାଧୀନତା ପରବର୍ତୀ ପର୍ଯ୍ୟାୟରେ ରାଜନୀତି ହୋଇପଡିଛି ବୈଶ୍ୟ ବୃତି । ଯାହା ଥିଲା ଦିନେ ବ୍ରତ, ତାହା ଏବେ ହୋଇପଡିଛି…

ଭାଙ୍ଗିଥିଲେ ଗୋଟିଏ, ନିର୍ମାଣ କଲେଣି ୯୦ ମସଜିଦ୍

ଭୁବନେଶ୍ୱର: ଦିନେ ସେ ସାଜିଥିଲେ ବିଶ୍ୱ ହିନ୍ଦୁ ପରିଷଦର ଦୃଢ ସମର୍ଥକ । ଭାଙ୍ଗିଥିଲେ ବାବ୍ରି ମସଜିଦ୍ । ଏଠି ଆମେ ହରିୟାଣା ବାସିନ୍ଦା ବଲବୀର ସିଂଙ୍କ କଥା ଉଲ୍ଲେଖ କରିଛୁ । ହେଲେ ଆଜି ବଲବୀର ସାଜିଛନ୍ତି ଇସଲାମ ଧର୍ମର ପ୍ରଚାରକ ତଥା ସମର୍ଥକ । ନୂଆ ପରିଚୟ ମହମ୍ମଦ ଆମିର ଭାବେ ସେ ନିର୍ମାଣ…

ଦେଶରେ ପ୍ରତ୍ୟେକ ପ୍ରାନ୍ତରେ ଟିକା ପହଞ୍ଚାଇବାକୁ ପ୍ରସ୍ତୁତ ହେଉଛନ୍ତି ବାୟୁସେନା!

ନୂଆଦିଲ୍ଲୀ: ଭାରତରେ କରୋନା ଟିକା ଶୀଘ୍ର ଆସିପାରେ। ଏଥିପାଇଁ ଏକ ବଡ଼ ଧରଣର ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ଯଥାଶୀଘ୍ର ଲୋକଙ୍କୁ ଏହି ଟିକା କିପରି ପହଞ୍ଚାଯିବ ସେନେଇ ସରକାର ବିଚାର କରୁଛନ୍ତି। ସୂଚନା ଅନୁଯାୟୀ ଏହି ପର୍ଯ୍ୟାୟରେ, ଭାରତୀୟ ବାୟୁସେନା ମଧ୍ୟ ଏଥିପାଇଁ ଅଣ୍ଟା ସଳଖିଲାଣି।…

କେନ୍ଦ୍ରୀୟ ଭିସ୍ତା ପ୍ରକଳ୍ପ; ନିଷ୍ପତ୍ତି ନଆସିବା ଯାଏ କାର୍ଯ୍ୟ ଆରମ୍ଭ ନକରିବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଭିସ୍ତା ପ୍ରକଳ୍ପର କାର୍ଯ୍ୟକୁ ସୁପ୍ରିମକୋର୍ଟ ନିଷିଦ୍ଧ କରିଛନ୍ତି। ବାସ୍ତବରେ ସୁପ୍ରିମକୋର୍ଟ ଏହି ମାମଲାରେ ରାୟ ସଂରକ୍ଷିତ ରଖିଛନ୍ତି। ତେବେ ଏହାପୂର୍ବରୁ ସୁପ୍ରିମକୋର୍ଟ କାର୍ଯ୍ୟ ଆରମ୍ଭରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କିନ୍ତୁ ନୂତନ ସଂସଦ ଗୃହର ଭିତ୍ତି…

ଚାଷୀଙ୍କ ଭାରତ ବନ୍ଦକୁ ବିଜେଡି ସମର୍ଥନ କରିବ କି ନାହିଁ ? ନିଷ୍ପତ୍ତି ନେବେ ନବୀନ

ଭୁବନେଶ୍ୱର: ନୂଆ କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦେଇଛି । ବନ୍ଦକୁ ବିଜେଡି ସମର୍ଥନ କରିବ କି ନାହିଁ ତାଉପରେ ଏବେ ସମସ୍ତଙ୍କର ନଜର ରହିଛି । ବିଜେପି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି, ଭାରତ ବନ୍ଦକୁ ଦଳ ସମର୍ଥନ ଦେବ କି ନାହିଁ ନିଷ୍ପତ୍ତି…

ସଶସ୍ତ୍ର ବାହିନୀ ପତାକା ଦିବସ ଅବସରରେ ସୈନ୍ୟବାହିନୀଙ୍କ ସମ୍ମାନାର୍ଥେ ଟ୍ୱିଟ୍‌ କରି ଅଭିନନ୍ଦନ ଜଣାଇଲେ ପିଏମ୍‌…

ନୂଆଦିଲ୍ଲୀ: ଦେଶର ସୀମା ସୁରକ୍ଷିତ କରିବାରେ ସର୍ବଦା ବ୍ୟସ୍ତ ଥିବା ସୈନ୍ୟବାହିନୀଙ୍କ ସମ୍ମାନାର୍ଥେ ଆଜି ସଶସ୍ତ୍ର ବାହିନୀ ପତାକା ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଦେଶର ବହୁ ବରିଷ୍ଠ ନେତା ଏହି ଅବସରରେ ସେନାଙ୍କୁ…

ପରୀ ପାଇଁ ନ୍ୟାୟ ଦାବି: ରାଜଭବନ ଆଗରେ ବିଜେପିର ଧାରଣା

ଭୁବନେଶ୍ୱର: ନୟାଗଡ଼ର ନାବାଳିକ ହତ୍ୟା ମାମଲାରେ ଥମୁନି ରାଜନୀତି । ‘ପରୀ’କୁ ନ୍ୟାୟ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଆଜି ବିଜେପି ପକ୍ଷରୁ ଭୁବନେଶ୍ୱର ରାଜଭବନ ଆଗରେ ଧାରଣା ଦିଆଯାଇଛି । ଅଭିଯୁକ୍ତଙ୍କ ଗିରଫ ସହ ଘଟଣାର ସିବିଆଇ ତଦନ୍ତ ଓ ମନ୍ତ୍ରୀ ଅରୁଣ ସାହୁଙ୍କ ବରଖାସ୍ତ ଦାବି…

ଆଗ୍ରା ମେଟ୍ରୋ ରେଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭର୍ଚୁଆଲ୍ ମାଧ୍ୟମରେ ଆଗ୍ରା ମେଟ୍ରୋ ରେଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟକୁ ଉଦଘାଟନ କରିଛନ୍ତି। ଦୁଇଟି କରିଡର ସହିତ ଏହି ପ୍ରକଳ୍ପ ପର୍ଯ୍ୟଟକମାନଙ୍କୁ ସାହାଯ୍ୟ କରିବ। ଏହି ପ୍ରକଳ୍ପ ମାଧ୍ୟମରେ ତାଜମହଲ, ଆଗ୍ରା ଦୁର୍ଗ, ସିକଚନ୍ଦ୍ର ପରି…

ସାଥୀ କଳାକାରଙ୍କ ପ୍ରତି ବଲିଉଡ ଅଭିନେତାଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ:ବଲିଉଡ ରିଲ ଲାଇଫରେ ନିଜକୁ ଯେତିକି ସଂଗଠିତ ଭାବେ ଚିତ୍ରିତ କରିଥାନ୍ତି । ରିୟଲ ଲାଇଫରେ କିନ୍ତୁ ଏହା ସମ୍ପୂର୍ଣ୍ଣ ଭାବେ ଭିନ୍ନ । ଆସନ୍ତୁ ଜାଣିବା ବଲିଉଡ ଅଭିନେତାଙ୍କ କେତେକ ବିବାଦୀୟ ମନ୍ତବ୍ୟ ସମ୍ପର୍କରେ ଯାହା କି ଚର୍ଚ୍ଚାର ଖୋରାକ ଯୋଗାଇଥିଲା । ଶାହାରୁଖ ମୋର ପାଦ ଚାଟେ:…

ଭୁବନେଶ୍ୱରରୁ ମୋବାଇଲ୍ ଫୋନ୍ ଲୁଟେରା ଗ୍ୟାଙ୍ଗ ଗିରଫ, ମାଳ ମାଳ ସେଲଫୋନ୍ ଜବତ

ଭୁବନେଶ୍ୱର: ମାତିଛନ୍ତି ମୋବାଇଲ୍ ଫୋନ୍ ଲୁଟେରା । ଭୁବନେଶ୍ୱର ସହିଦନଗରରୁ ଏମିତି ଏକ ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ମାଳ ମାଳ ମୋବାଇଲ୍ ଫୋନ୍ ଜବତ ହୋଇଛି । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଥି ପୋଲିସ । ଅନୁଗୁଳ, ଯାଜପୁର ଓ ରାଉରକେଲାରୁ ଜବତ ହୋଇଛି ୧୦୨ଟି ସେଲ୍‌ଫୋନ୍‌ । ଗିରଫ…