ପୁଣି ଆର୍ଥିକ ଅଭିବୃଦ୍ଧି ପଥକୁ ଫେରିବ ଭାରତ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ:ଏହି ସଙ୍କଟ ଭାରତର ପୁଣି ଥରେ ଆର୍ଥିକ ଅଭିବୃଦ୍ଧି ପଥକୁ ଫେରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।
ଆଜି ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ବାର୍ଷିକ ଅଧିବେଶନକୁ ସଂମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହା କହିଛନ୍ତି ।
ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ,…