ବଢ଼ିଲା ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ
ନୂଆଦିଲ୍ଲୀ: ଚାଷୀଙ୍କ ପାଇଁ ମୋଦୀ ସରକାର ବଡ ଘୋଷଣା କରିଛନ୍ତି । ୧୪ଟି ଖରିଫ ଫସଲର ମୂଲ୍ୟକୁ ଦେଢ଼ଗୁଣା ବୃଦ୍ଧି କରାଯାଇଛି । ଏନେଇ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।
ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୮୬୮ ଟଙ୍କାକୁ ବୃଦ୍ଧି…