Latest Odisha News

BREAKING NEWS

Yearly Archives

2020

ଖେଳରତ୍ନ ପାଇଁ ରୋହିତଙ୍କ ନାମ ସୁପାରିଶ କଲା ବିସିସିଆଇ

ନୂଆଦିଲ୍ଲୀ:ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ରୋହିତ ଶର୍ମାଙ୍କ ନାମ ଖେଳରତ୍ନ ପୁରସ୍କାର ପାଇଁ ସୁପାରିଶ କରିଛି । ଏହା ବ୍ୟତୀତ ଶିଖର ଧାୱନ, ଈଶାନ୍ତ ଶର୍ମା ଓ ଦୀପ୍ତି ଶର୍ମାଙ୍କୁ ଅର୍ଜୁନ ପୁରସ୍କାର ଦେବା ପାଇଁ ପ୍ରସ୍ତାବ ଦେଇଛି । କେନ୍ଦ୍ର ସରକାର ଯୁବ ବ୍ୟାପାର ଓ କ୍ରୀଡା…

ଓଡ଼ିଶାର ପ୍ରତିଟି ରାସ୍ତାଘାଟ, ରେଲୱେ ଷ୍ଟେସନରେ ମଧ୍ୟ ଶୁଭିଲା ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କ ତ୍ୟାଗ ଓ କର୍ତ୍ତବ୍ୟକୁ ସମ୍ମାନ ଜଣାଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ ଶନିବାର ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରିବାକୁ ।ଓଡ଼ିଶାର କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ରାଜ୍ୟର ଅଧିକାଂଶ ଜନସାଧାରଣ ନିଜ ଘରେ, ବଜାର…

ଜୁନ୍ ୩୦ ଯାଏଁ ବଢ଼ିଲା ଲକଡାଉନ୍ ଅବଧି, ଜାଣନ୍ତୁ କ’ଣ ସବୁ ରହିବ ଖୋଲା

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣି ଥରେ ଲକଡାଉନ୍ ଅବଧିକୁ ବଢ଼ାଇଛନ୍ତି । ଜୁନ୍‌୧ରୁ ଜୁନ୍ ୩୦ ଯାଏଁ ପଂଚମ ପର୍ଯ୍ୟାୟ ଲକଡାଉନ୍ ଘୋଷଣା ହୋଇଛି । ତେବେ ଏହି ପଂଚମ ପର୍ଯ୍ୟାୟ ଲକଡାଉନ୍‌ରେ ଅନେକ ଜନିଷକୁ କୋହଳ…

ବଲିଉଡ୍ ପ୍ରଖ୍ୟାତ ଗୀତିକାର ଯୋଗେଶ ଗୌରଙ୍କ ଦେହାନ୍ତ

ନୂଆଦିଲ୍ଲୀ: ବଲିଉଡ ଫିଲ୍ମ ଆନନ୍ଦର ଲୋକପ୍ରିୟ ଗୀତ 'ଜିନ୍ଦେଗି କେସି ହେ ପହେଲି' ଲେଖିଥିବା ଭେଟେରାନ ଗୀତିକାର ଯୋଗେଶ ଗୌରଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ସ୍ବର୍ଗତଃ ଗୌରଙ୍କ ବିୟୋଗରେ ଭେଟେରାନ ଗାୟିକା ଲତା ମଙ୍ଗେଶକର ଶୁକ୍ରବାର ଦିନ ତାଙ୍କୁ…

ଓଡ଼ିଶାର ପ୍ରତିଟି ରାସ୍ତାଘାଟ, ରେଲୱେ ଷ୍ଟେସନରେ ମଧ୍ୟ ଶୁଭିଲା ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କ ତ୍ୟାଗ ଓ କର୍ତ୍ତବ୍ୟକୁ ସମ୍ମାନ ଜଣାଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ ଶନିବାର ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରିବାକୁ । ଓଡ଼ିଶାର କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ରାଜ୍ୟର ଅଧିକାଂଶ ଜନସାଧାରଣ ନିଜ ଘରେ, ବଜାର…

ଏକାଠି ହେଲେ ଓଡିଆ, ସବୁଠି ଶୁଭିଲା ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କ ପାଇଁ କୋଣଅନୁକୋଣରୁ ଏକାଠି ହେଲେ ଓଡିଆ । ଚାରିଆଡେ ଶୁଭିଲା ‘ବନ୍ଦେ ଉତ୍କଳ ଜନନୀ’ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ଵାନକୁ ଗ୍ରହଣ କରି କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ସହରରୁ ଗାଁ, କାର୍ଯ୍ୟାଳୟରୁ ଖେଳପଡ଼ିଆ ସବୁଠି ଲୋକେ ଗାଇଲେ ‘ବନ୍ଦେ ଉତ୍କଳ…

କରୋନା ଯୋଦ୍ଧାଙ୍କ ପାଇଁ ନବୀନ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’ । କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସ ବାହାରେ ଠିଆ ହୋଇ ବନ୍ଦେ ଉତ୍କଳ ଜନନୀ ଗାଇଛନ୍ତି । ଏହି ଅବସରରେ ତାଙ୍କ ସହ ୫ଟି ସଚିବ ଭି.କେ ପାଣ୍ଡିଆନ୍ ମଧ୍ୟ ଗୀତ…

‘ବନ୍ଦେ ଉତ୍କଳ ଜନନୀ’: ଯୁବ ବୟସରେ ମହତାବଙ୍କୁ ଅନୁପ୍ରାଣିତ କରିଥିଲା କାନ୍ତକବିଙ୍କ ଲେଖା

ଭୁବନେଶ୍ୱର: ଯେଉଁ କେତେଜଣ ପ୍ରଥିତଯଶା କବି ଓ ଲେଖକ ମାନଙ୍କର ଶାଣିତ ସ୍ୱର ଓ ବଳିଷ୍ଠ ଲେଖନୀ ଚାଳନା ଅନେକଙ୍କୁ ମାତୃଭୂମି ଲାଗି ଲଢେଇ କରିବାକୁ ଶକ୍ତି ଯୋଗାଇଥିଲା ସେଥିମଧ୍ୟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ଅନ୍ୟତମ । ଆଜି କାନ୍ତକବିଙ୍କ କାଳଜୟୀ କବିତା ‘ବନ୍ଦେ ଉତ୍କଳ ଜନନୀ’ ସାରା…

ସ୍କାଏମେଟ୍‌ର ଦାବି, କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: ମହାମାରୀ କରୋନା ଭିତରେ ଆସିଛି ଖୁସି ଖବର । ଶୁକ୍ରବାର କେରଳ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ଦାବି କରିଛି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ । ସ୍କାଏମେଟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ କେରଳରେ ଗତ କିଛି ଦିନ ଧରି ବର୍ଷା ଲାଗିରହିଛି । ସବୁ…

ଆସନ୍ତୁ ଜାଣିବା ଘରଚଟିଆ ମାରି କିପରି କୋଟି କୋଟି ଲୋକଙ୍କ ମରଣର କାରଣ ସାଜିଥିଲା ଚୀନ

ବେଜିଂ: ଏବେ ପଙ୍ଗପାଳ ଆକ୍ରମଣ ସମସ୍ତଙ୍କୁ ଚିନ୍ତାରେ ପକାଇଛି । ରାଜସ୍ଥାନ, ମଧ୍ୟପ୍ରଦେଶ, ପଞ୍ଜାବ ପରି ରାଜ୍ୟରେ ଫସଲ ନଷ୍ଟ କରି ପଙ୍ଗପାଳ ଆଗେଇ ଚାଲିଛନ୍ତି । କେନ୍ଦ୍ର ସରକାର ସେଥିପାଇଁ ଅନେକଗୁଡିଏ ରାଜ୍ୟକୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛନ୍ତି । ଆସନ୍ତୁ ଜାଣିବା ଚୀନ ସରକାରଙ୍କ ଭୁଲ…