ପୁରୀକୁ ଟ୍ରେନ୍ ଚଳାଚଳ ବାତିଲ
ଭୁବନେଶ୍ୱର: ଏବେ ପୁରୀକୁ ଆଉ ଗଡିବନି ଟ୍ରେନ୍ । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ପୁରୀକୁ ସମସ୍ତ ଟ୍ରେନ୍ ଚଳାଚଳ ବାତିଲ କରିଛି ପୂର୍ବତଟ ରେଳବାଇ। ରାଜ୍ୟ ସରକାରଙ୍କ ପରାମର୍ଶ ଅନୁସାରେ ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି ।
ପୁରୀକୁ ଯାଉଥିବା ସମସ୍ତ ଟ୍ରେନ…