କ୍ୟାବିନେଟ୍ ଅନୁମୋଦନ: ସମ୍ମାନିତ ହେବେ ‘କରୋନା ଯୋଦ୍ଧା’, ଗ୍ରାମାଞ୍ଚଳ ଜୀବିକା ସୁରକ୍ଷା ଲାଗି ୧୭ ହଜାର କୋଟି ମଞ୍ଜୁର
ଭୁବନେଶ୍ୱର: ଶୁକ୍ରବାରଦିନ ନବୀନ ସରକାର ପଞ୍ଚମ ପାଳିର ପ୍ରଥମ ବର୍ଷ ପୂରଣ କରିଥିବା ବେଳେ ଏହି ଅବସରରେ ରାଜ୍ୟ ଲାଗି ୨୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମୋହର ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଅଧିକ ପଢନ୍ତୁ: ଶିଳ୍ପ ବିବାଦ ଆଇନ ୧୯୪୭ର ଧାରା ସଂଶୋଧନକୁ…