ମାନିଗଲା ମାଲିକ ସଂଘ , କାଲିଠୁ ଗଡିବ ଘରୋଇ ବସ୍
ଭୁବନେଶ୍ୱର: ଶେଷରେ ସାରା ରାଜ୍ୟରେ ଗଡିବ ଘରୋଇ ବସ୍ । ଆସନ୍ତାକାଲିଠାରୁ ବସ୍ ଚଳାଚଳ ସ୍ୱାଭାବିକ ହେବ । ଏନେଇ ଘୋଷଣା କରିଛି ବସ୍ ମାଲିକ ସଂଘ । ବସ୍ ଚଳାଚଳ ନେଇ ଚୂଡାନ୍ତ ନିଷ୍ପତି ନେବାକୁ ଆଜି ଚଣ୍ଡିଖୋଲରେ ଘରୋଇ ବସ ମାଲିକ ସଂଘ ସାଧାରଣ ପରିଷଦ ବୈଠକ ବସିଥିଲା । ବୈଠକରେ ସମସ୍ତ ଜିଲ୍ଲାର…