ଜୁନ୍ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ମୂଲ୍ୟାୟନ
ଭୁବନେଶ୍ୱର: ଆସନ୍ତା ଜୁନ ୧ରୁ ଆରମ୍ଭ ହେବ +୨ ଖାତାଦେଖା । ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଅମରେନ୍ଦ୍ର କୁମାର ପଟ୍ଟନାୟକ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ପରେ ୟୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଖାତା ମୂଲ୍ୟାୟନ…