ରାଜ୍ୟରେ ସୁସ୍ଥ ହେଲେ ଆଉ ୮୪ ସଂକ୍ରମିତ
ଭୁବନେଶ୍ୱର: ରାଜ୍ୟରେ ୨୯ଟି ଜିଲ୍ଲା କରୋନା ସଂକ୍ରମିତ ହୋଇଥିବା ବେଳେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮୪ କରୋନା ଆକ୍ରାନ୍ତ । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Another 84 Covid patients have recovered and are being…