ମାଟ୍ରିକ ଖାତା ମୂଲ୍ୟାୟନ ପାଇଁ ବାଲେଶ୍ୱରରେ ବ୍ୟାପକ ବ୍ୟବସ୍ଥା
ବାଲେଶ୍ଵର: ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ଖାତାଦେଖା । ଏଥିଲାଗି ବାଲେଶ୍ୱର ଜିଲ୍ଲାରେ ମଧ୍ୟ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାୟାଇଛି । ଚଳିତବର୍ଷ ଜିଲ୍ଲାରୁ ୩୧ ହଜାର ୪୯୬ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଆଉ ମୂଲ୍ୟାୟନ ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମୋଟ୍ ୪ଟି…