ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୭ କରୋନା ପଜିଟିଭ
ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୬୭ କରୋନା ପଜିଟିଭ ।
ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।…