ଦେଶରେ ବଢୁଛି କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ସର୍ବାଧିକ ନୂଆ ପଜିଟିଭ
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୧୨୫୧୦୧ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୬୯୫୯୭ ଜଣ…