ଆଜି ଯାଜପୁରରୁ ଚିହ୍ନଟ ୪୬ ଆକ୍ରାନ୍ତଙ୍କ ସବିଶେଷ ତଥ୍ୟ
ଯାଜପୁର: ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୮୬ ନୂଆ ପଜିଟିଭ । ଚିହ୍ନଟ ୮୬ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଯାଜପୁରରୁ ୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨୫ ରେ ପହଞ୍ଚିଛି।
ଆଜି ଚିହ୍ନଟ ୪୬ ଆକ୍ରାନ୍ତଙ୍କ ସବିଶେଷ ତଥ୍ୟ:…