‘ଅମ୍ଫାନ’ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଜାରି
ଭୁବନେଶ୍ୱର: ସାମୁଦ୍ରିକ ଝଡ ‘ଅମ୍ଫାନ’ ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, କୋର୍ଣାର୍କ ଓ ଗାଂଜମରେ ବର୍ଷା ଲାଗି ରହିଛି । କାଲି ଅପରାହ୍ନ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାତ୍ୟା ପ୍ରଭାବରେ ଉତର ଓଡିଶାରେ ୧୧୦ରୁ ୧୨୦…