Latest Odisha News

BREAKING NEWS

Yearly Archives

2020

ରାଜ୍ୟରେ ବଳବତ୍ତର ରହିବ ୧୨ ଘଂଟିଆ କର୍ଫ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିବ ୧୨ ଘଂଟିଆ କର୍ଫ୍ୟୁ । ଲକଡାଉନ୍‌-୪ରେ ମଧ୍ୟ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏଁ ୧୪୪ ଧାରା ଜାରି ରହିବ । ଆସନ୍ତା ମେ’ ୩୧ ଯାଏଁ ଏହି କର୍ଫ୍ୟୁ ବଳବତ୍ତର ରହିବ । ଏନେଇ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏହି ସମୟରେ ଘରୁ…

ପ୍ରକାଶ ପାଇଲା ସୂଚୀ, ଜୁଲାଇ ୧ରୁ ୧୫ରେ ହେବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: ପ୍ରକାଶ ପାଇଛି ସିବିଏସ୍‌ଇ ବୋର୍ଡର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ସୂଚୀ । ଦ୍ୱାଦଶ ପରୀକ୍ଷା ୧ ଜୁଲାଇରୁ ୧୫ ଜୁଲାଇ ମଧ୍ୟରେ ହେବ । ଏହାସହ ଜୁଲାଇ୧, ୨, ୧୦ ଏବଂ ୧୫ ତାରିଖରେ ଉତ୍ତର ପୂର୍ବ ଦିଲ୍ଲୀର ଦଶମ ଶ୍ରେଣୀ ଛାତ୍ରଙ୍କ ପାଇଁ ଦଶମ ଶ୍ରେଣୀ ପରୀକ୍ଷା ଆୟୋଜିତ ହେବ । କରୋନା…

ଅସ୍ଥାୟୀ କ୍ୱାରେନଣ୍ଟାଇନ ସେଣ୍ଟରରେ ପାନୀୟ ଜଳର ଅବ୍ୟବସ୍ଥା ଅଭିଯୋଗ

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଆରଡ଼ି ଗ୍ରାମ ପଞ୍ଚାୟତ ଲାଗି ହୋଇଥିବା ଅସ୍ଥାୟୀ କ୍ୱାରେଣ୍ଟାଇନ୍ ସେଣ୍ଟରରେ ପାନୀୟ ଜଳର ଅବ୍ୟବସ୍ଥା ରହିଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ଆରଡ଼ି ପଞ୍ଚାୟତ ଲାଗି ସ୍ଥାନୀୟ ଆରଡ଼ି ହାଇସ୍କୁଲରେ ହୋଇଥିବା…

ଲକଡାଉନ୪.୦: କେନ୍ଦ୍ର କହିଲା, କଟକଣା କମ୍ କରିପାରିବେନି ରାଜ୍ୟ

ନୂଆଦିଲ୍ଲୀ:ଆଜିଠାରୁ ସାରା ଦେଶରେ ଲାଗୁ ହୋଇଛି ଲକଡାଉନ୪.୦ । ଏହି ଚତୁର୍ଥ ପର୍ଯ୍ୟାଳୟ ତାଲାବନ୍ଦରେ କେନ୍ଦ୍ର ରାଜ୍ୟକୁ ଅଧିକରୁ ଅଧିକ ଅଧିକାର ଦେଇଛି । ହେଲେ ରାଜ୍ୟ ମନଇଚ୍ଛା ନିଷ୍ପତ୍ତି ନେଇପାରିବେ ନାହିଁ । ରାଜ୍ୟ ସରକାର ଏକ ସୀମା ଭିତରେ ହିଁ ନିଷ୍ପତ୍ତି ନେଇ ପାରିବେ । ଏନେଇ କେନ୍ଦ୍ର…

୫ ଜିଲ୍ଲାରେ ପଡିବ ‘ଅମ୍ଫାନ’ର ପ୍ରଭାବ

ଭୁବନେଶ୍ୱର: ସମୁଦ୍ର ଭିତରେ ମହାବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ ଅମ୍ଫାନ । ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ତେବେ ଅମ୍ଫାନକୁ ନେଇ ଆଗାମୀ ୧୨ ଘଂଟା ବେଶ୍ ଗୁରୁତ୍ୱ ପୂର୍ଣ୍ଣ । କାରଣ ଅମ୍ଫାନ୍ ଏହି ସମୟରେ ଅଧିକ ଶକ୍ତିଶାଳୀ ହୋଇ ସମୁଦ୍ର ମଧ୍ୟରେ…

ଘୁଞ୍ଚିଲା ମାଟ୍ରିକ ମୂଲ୍ୟାୟନ ତାରିଖ, ୨୦ ବଦଳରେ ୨୧ରୁ ହେବ ଖାତା ଦେଖା

ଭୁବନେଶ୍ୱର: ଘୁଞ୍ଚିଲା ମାଟ୍ରିକ ମୂଲ୍ୟାୟନ ତାରିଖ। ମେ’ ୨୦ ପରିବର୍ତ୍ତେ ୨୧ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ଆଜି ଲୋକ ସେବା ଭବନରେ ସକାଳ ୧୧ ଟା ୩୦ରେ ବିଭାଗୀୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏସଂପର୍କରେ ବୈଠକ ବସି ଚୁଡାନ୍ତ ନିଷ୍ପତ୍ତି ହୋଇଛି। ସାମୁଦ୍ରିକ ଝଡ ଅମ୍ଫାନ ପାଇଁ ଆସନ୍ତା ୨୦…

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭ ଆକ୍ରାନ୍ତ; କରୋନା ମୁକ୍ତ ହେଲା ଭୁବନେଶ୍ୱର ଓ ଜଗତସିଂହପୁର

ଭୁବନେଶ୍ୱର: ରାଜ୍ୟରେ ଲାଗତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟୁଥିବା ବେଳେ ଆସିଛି ଏକ ଆଶ୍ୱସ୍ତି ଜନକ ଖବର। ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭ କରୋନା ପଜିଟିଭ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ଆଜି ଆରୋଗ୍ୟ ଲାଭ…

ନୂଆ କରୋନା ମାମଲା ଚିହ୍ନଟ ପରେ ପୁରୀରେ ସାନିଟାଇଜେସନ ଆରମ୍ଭ

ପୁରୀ: ପୁରୀ ଜିଲ୍ଲାରେ ଚାରିଟି ନୂଆ କୋଭିଡ-୧୯ ମାମଲା ଚିହ୍ନଟ ହେବା ପରେ ସୋମବାର ଦିନ ପ୍ରଶାସନ ପକ୍ଷରୁ ସହରରେ ସାନିଟାଇଜେସନ୍ ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଜଗନ୍ନାଥ ମନ୍ଦିର ପରିସର ତଥା ରଥ ନିର୍ମାଣ ସ୍ଥାନ ସହ ବିଭିନ୍ନ ସ୍ଥାନକୁ ବିଶୋଧନ କରାଯାଇଛି। ଯେଉଁଥିରେ ଅଗ୍ନିଶମ…

ଶିଶୁ ଅଦଳବଦଳ ଘଟଣା, ଜିଲ୍ଲାପାଳଙ୍କ ଅଫିସକୁ ଧସେଇ ପଶିଲେ ଶତାଧିକ ମହିଳା

ବାରିପଦା: ଶିଶୁ ଅଦଳବଦଳ ଘଟଣାକୁ ନେଇ ବାରିପଦା ଜିଲ୍ଲାପାଳଙ୍କ ଅଫିସରେ ଭିତରକୁ ଧସେଇ ପଶିଲେଏ ଶତାଧିକ ମହିଳା । ଜିଲ୍ଲାପାଳଙ୍କ ଅଫିସ ଭଙ୍ଗାରୁଜା କରିବା ସହ ପୋଲିସ ସହ ମୁହାଁମୁହିଁ ହୋଇଛନ୍ତି । ଫଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସେପଟେ ଘଟଣାସ୍ଥଳରେ ଆରକ୍ଷୀ ଅଧିକ୍ଷକ ପହଂଚି…

‘ଅମ୍ଫାନ’ ମୁକାବିଲା, ପ୍ରସ୍ତୁତ ଅଛି ୭୬୦୦ ବାତ୍ୟା ଆଶ୍ରୟସ୍ଥଳୀ: ମନ୍ତ୍ରୀ

ଭୁବନେଶ୍ୱର: ସମୁଦ୍ର ଭିତରେ ମହାବାତ୍ୟର ରୂପ ନେଇଛି ସାମୁଦ୍ରିକ ଝଡ ଅମ୍ଫାନ । ଭାରତୀୟ ପାଣିପାଗ ବିଜ୍ଞାନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ତେବେ ବାତ୍ୟା ମୁକାବିଲା ନେଇ ପଂଚାୟତରାଜ ଓ ନଗର ଉନ୍ନୟନମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି । ସେ କହିଛନ୍ତି, ବାତ୍ୟାର ମୁକାବଇଲା…