ଭାରତ ଫେରିବେ ମାଲ୍ୟା, ସମସ୍ତ ଆଇନଗତ ବିକଳ୍ପ ଶେଷ
ନୂଆଦିଲ୍ଲୀ: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଗୁରୁବାର ଶକ୍ତ ଧକ୍କା ଲାଗିଛି । ସେ ଉଦ୍ୟମ କରିଥିବା ସମସ୍ତ ଆଇନଗତ ବିକଳ୍ପ ଶେଷ ହୋଇ ଯାଇଥିବାରୁ ଏଥର ଭାରତ ଫେରିବା ବ୍ୟତୀତ ତାଙ୍କ ପାଖରେ ଅନ୍ୟ କୌଣସି ବିକଳ୍ପ ନାହିଁ । ଭାରତକୁ ପ୍ରତ୍ୟାର୍ପଣ ନିଷ୍ପତ୍ତି ବିରୁଦ୍ଧରେ ମାଲ୍ୟା…