ବଢୁଛି ଚିନ୍ତା; କରୋନା ସଂକ୍ରମଣରେ ଚୀନକୁ ଟପିବ ଭାରତ !
ନୂଆଦିଲ୍ଲୀ: ଚାହୁଚାହୁଁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮ ହଜାର ଟପିଲାଣି । ମୃତ୍ୟୁ ସଂଖ୍ୟା ମଧ୍ୟ ଲଗାତାର ବଢ଼ିବାରେ ଲାଗିଛି । ଭାରତରେ ଲଗାତାର ବଢୁଥିବା ଏହି ସଂଖ୍ୟା ପାଲଟିଛି ଚିନ୍ତାର କାରଣ । ବିଶ୍ବରେ କରୋନା ପ୍ରଭାବିତ ଦେଶ ମାନଙ୍କ ମଧ୍ୟରେ ଭାରତ ଏବେ ଦ୍ବାଦଶ ସ୍ଥାନରେ…