କରୋନାକୁ ହରାଇଲେ ଯାଜପୁରର ୮୫ ବର୍ଷର ବୃଦ୍ଧା
ଭୁବନେଶ୍ୱର : ରାଜ୍ୟର ସବୁଠୁ ବୟସ୍କ କୋଭିଡ୍ ଆକ୍ରାନ୍ତ ସୁସ୍ଥ ହେଲେ । ସମ୍ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଯାଜପୁରର ୮୫ ବର୍ଷୀୟ ବୃଦ୍ଧା ସୁସ୍ଥ ହେବା ପରେ ଡିସ୍ଚାର୍ଜ ହୋଇଛନ୍ତି ।
ବୃଦ୍ଧାଙ୍କର ଓଜନ ଥିଲା ମାତ୍ର ୨୨ କିଲୋଗ୍ରାମ । ତାଙ୍କୁ ନେଇ ଡାକ୍ତରଙ୍କର ଅନେକ ଆଶଙ୍କା…