Latest Odisha News

BREAKING NEWS

Yearly Archives

2020

କରୋନା ଅପଡେଟ୍: ଓଡିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ସଦ୍ୟତମ ସୂଚନା ଅନୁଯାୟୀ ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୮୫ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ଆମେରିକାରେ ୮୦ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୮୧,୩୭୮ରୁ ଅଧିକ ଟପିଲାଣି । ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ସେଠାରେ ୨ ଲକ୍ଷରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ବେଳେ ୧୩ ଲକ୍ଷରୁ ଅଧିକ…

କୋଭିଡ ୧୯ ଟୀକା ପରୀକ୍ଷଣ ପାଇଁ ନିଜ ଶରୀର ଦେବାକୁ ପ୍ରସ୍ତୁତ କାନପୁରର ହୋମଗାର୍ଡ

କାନପୁର: ଉତ୍ତରପ୍ରଦେଶର କାନପୁର ଜିଲ୍ଲା ସ୍ଥିତ ଜୁହି ଅଞ୍ଚଳର ବାସିନ୍ଦା ହୋମଗାର୍ଡ ଆକାଶ ଗୁପ୍ତା (୩୫) । ନିଜ ଦେହରେ କୋଭିଡ ୧୯ ଟୀକା ପରୀକ୍ଷଣ କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଅନୁମତି ମାଗିଛନ୍ତି । ଜାତୀୟ…

ପ୍ରବାସୀ ଶ୍ରମିକଙ୍କ ଘର ବାହୁଡ଼ା, ସହଯୋଗର ହାତ ବଢାଇଲେ ବଲିଉଡ ଅଭିନେତା ସୋନୁ ସୁଦ୍

ମୁମ୍ବାଇ: ବଲିଉଡ ଅଭିନେତା ସୋନୁ ସୁଦ୍ ସୋମବାର ଦିନ ମୁମ୍ବାଇରେ ଅଟକି ରହିଥିବା କର୍ଣ୍ଣାଟକର ପ୍ରବାସୀ ଶ୍ରମିକଙ୍କ ଘର ବାହୁଡ଼ା ପାଇଁ ୧୦ଟି ବସର ବ୍ୟବସ୍ଥା କରିଛନ୍ତିି। ପ୍ରାପ୍ତ ସୂଚନାନୁଯାୟୀ ଏହି ଅଭିନେତା ଜଣକ ଉଭୟ ମହାରାଷ୍ଟ୍ର ଏବଂ କର୍ଣ୍ଣାଟକ ସରକାରଙ୍କଠାରୁ ଅନୁମତି ନେଇଥିବା…

ଭୁବନେଶ୍ୱରରେ ଭିନ୍ନ ଭିନ୍ନ ସ୍ଥାନରେ ଥାଇ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛନ୍ତି ସୋଆର ୩ ହସ୍ପିଟାଲ୍

ଭୁବନେଶ୍ୱର: ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ ଦ୍ୱାରା ଏଠାରେ ଆରମ୍ଭ ହୋଇଥିବା ରାଜ୍ୟର ବୃହତମ କୋଭିଡ-୧୯ ହସ୍ପିଟାଲ ସମ୍ କୋଭିଡ ହସ୍ପିଟାଲ୍ ସମେତ ସୋଆର ଅନ୍ୟ ଦୁଇଟି ସ୍ଥାନୀୟ ହସ୍ପିଟାଲ୍ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ବେଶ ପ୍ରସିଦ୍ଧି ଲାଭ…

ଆଜି ଓଡ଼ିଶାରେ ପହଞ୍ଚିବ ୬ ଟି ସ୍ୱତନ୍ତ୍ର ଶ୍ରମିକ ଟ୍ରେନ

ଭୁବନେଶ୍ୱର: ଗୁଜୁରାଟ, ମହାରାଷ୍ଟ୍ର ଏବଂ ଆନ୍ଧ୍ରପ୍ରଦେଶରୁ ପ୍ରବାସୀ ଶ୍ରମିକଙ୍କୁ ନେଇ ଆଉ ୬ ଟି ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍ ମଙ୍ଗଳବାର ଦିନ ଓଡିଶାରେ ପହଞ୍ଚିବ ବୋଲି ପୂର୍ବ ତଟ ରେଳ ବିଭାଗ ସୂଚନା ଦେଇଛି। ଦୁଇଟି ଟ୍ରେନ୍ ସୁରଟରୁ ଗଞ୍ଜାମର ଜଗନ୍ନାଥପୁର ଷ୍ଟେସନରେ ପହଞ୍ଚିବାକୁ ଥିବା…

ଲକ୍ ଡାଉନ ଡାଏରୀ: କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣ ସାଙ୍ଗକୁ ସ୍କେଚ୍ କରୁଛନ୍ତି ଅଭିନେତା ପାର୍ଥ 

ଭୁବନେଶ୍ୱର: ଦେଶବ୍ୟାପୀ ଲକ୍ ଡାଇଉନ ଯେତେବଳେ ସମସ୍ତଙ୍କୁ ଘରେ ରହିବାକୁ ବାଧ୍ୟ କରିଛି । ଏବେ ତୃତୀୟ ପର୍ଯ୍ୟାୟ ଲକ୍ ଡାଉନ ଶେଷ ହେବାକୁ ଯାଉଛି । ତେବେ ଏହି ଲକ୍ ଡାଉନ ସମୟରେ ଲୋକେ ଘରେ ରହିବା ସହିତ ନିଜକୁ ସୃଜନଶୀଳ କାମରେ ନିୟୋଜିତ କରୁଛନ୍ତି । ଏହି ସମୟରେ କିଏ କେମିତି କାଟୁଛନ୍ତି ସମୟ…

ଦ୍ରୁତ ଗତିରେ ଚାଲିଛି ରଥ ନିର୍ମାଣ; ସରିଲା ୩୯ ତୁମ୍ବ କାର୍ଯ୍ୟ

ପୁରୀ: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ରୁତ ଗତିରେ ଅଗ୍ରସର ହେଉଛି ରଥ ନିର୍ମାଣ କାର୍ଯ୍ୟ । ସମୁଦାୟ ୪୨ଟି ଏପର୍ଯ୍ୟନ୍ତ ତୁମ୍ବରୁ ୩୯ଟି ତୁମ୍ବ କାର୍ଯ୍ୟ ଓ ସୁତା ବାଡ଼ିଆ କାର୍ଯ୍ୟ ଶେଷ ହୋଇ ହୋଇଛି । ୩ଟି ରଥର ୧୦ଟି ତୁମ୍ବର ବିନ୍ଧ କାର୍ଯ୍ୟ ଶେଷ ହୋଇଛି । ସୋମବାର…

ଦେଶରେ ଉଦବେଗ ହେଉଛି ସ୍ଥିତି: ୭୦ ହଜାର ଟପିଲା କରୋନା ମାମଲା, ୨୪ ଘଣ୍ଟାରେ ୩୬୦୪ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । #COVID19: 87 deaths reported in the last 24 hours; total death…

ରାଜ୍ୟରେ ବଢୁଛି କରୋନା ମାମଲା: ଚିହ୍ନଟ ହେଲେ ଆଉ ୨୩ ପଜିଟିଭ

ଭୁବନେଶ୍ୱର: ଧୀରେ ଧୀରେ ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ମଙ୍ଗଳବାର ସକାଳୁ ଚିହ୍ନଟ ହୋଇଛନ୍ତି ଆଉ ୨୩ ପଜିଟିଭ । ଚିହ୍ନଟ ୨୩ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ଵରରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ପୁରୀ…