Latest Odisha News

BREAKING NEWS

Yearly Archives

2020

ରେଡ଼ ଜୋନ ଘୋଷିତ ଭୁବନେଶ୍ୱରରେ ଆଉ ଅଛନ୍ତି ମାତ୍ର ୧୧ ସକ୍ରିୟ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୋମବାର ଦିନ ରେଡ଼ ଜୋନ ଘୋଷିତ ଭୁବନେଶ୍ୱର ଅଞ୍ଚଳରୁ ଆଉ ପାଞ୍ଚ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି। ଓଡିଶାର ରାଜଧାନୀରେ ଏପର୍ଯ୍ୟନ୍ତ ୫୦ ଟି କରୋନା ମାମଲା ଚିହ୍ନଟ ହୋଇଛି। ସେଥିମଧ୍ୟରୁ ୩୭ ଟି ସମ୍ପୂର୍ଣ୍ଣ…

କରୋନା ଅପଡେଟ: ଓଡିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୮୫ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ…

ଜିଓ ସହ ଓଡିଶାରୁ ଯୋଡି ହେଲେ ୨.୮ ଲକ୍ଷରୁ ଅଧିକ ଗ୍ରାହକ: ଟ୍ରାଇ

ଭୁବନେଶ୍ୱର: ଓଡିଶାରେ ସର୍ବାଧିକ ସଂଖ୍ୟକ ମୋବାଇଲ୍ ଗ୍ରାହକ ଏବଂ ରାଜସ୍ୱରେ ସିଂହଭାଗ ବଜାର ଅଂଶ ଦଖଲ କରିଥିବା ରିଲାଏନ୍ସ ଜିଓ ରାଜ୍ୟରେ ମୋବାଇଲ୍ ବଜାରରେ ଏହାର ନେତୃତ୍ୱ ସ୍ଥିତିକୁ ଆହୁରି ସୂଦୃଢ କରି ଜାନୁଆରୀ ମାସରେ ୨.୮ ଲକ୍ଷରୁ ଅଧିକ ଗ୍ରାହକ ଯୋଡିଥିବା ଭାରତୀୟ ଟେଲିକମ୍ ନିୟାମକ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩ କରୋନା ପଜିଟିଭ; ୩୯୪ ଛୁଇଁଲା ମୋଟ ସଂଖ୍ୟା

ଭୁବନେଶ୍ୱର: ଧୀରେ ଧୀରେ ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପୁଣି ଚିହ୍ନଟ ହେଲେ ଆଉ ୩ ପଜିଟିଭ । ଚିହ୍ନଟ ୩ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର ଜିଲ୍ଲା ଜଣେ ମୟୁରଭଞ୍ଜ ଜିଲ୍ଲାର ଜଣେ ଓ କଟକ ଜିଲ୍ଲାର ଜଣେ ଲେଖାଏଁ ରହିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଜାଣନ୍ତୁ; ଆଜି ଏହିସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଓଡ଼ିଶାର କେତେକ ଜିଲ୍ଲାର କିଛି ସ୍ଥାନରେ ସୋମବାର ଦିନ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ:୧୩ ସୁରତ ଫେରନ୍ତା କରୋନା ପଜିଟିଭ ରାଜ୍ୟର ଯେଉଁସବୁ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ସହିତ…

ପୋଲିସ ସବ୍‌-ଇନ୍ସପେକ୍ଟର ଶୁଭଶ୍ରୀଙ୍କୁ ପ୍ରଶଂସା କଲେ ମେଗାଷ୍ଟାର୍ ଚିରଞ୍ଜିବୀ !

ମାଲକାନଗିରି: ସାରା ଦେଶରେ ଲକ୍‌ଡ଼ାଉନ୍ ନିୟମ ପାଳନ ହେଉଥିବା ବେଳେ ନିରାଶ୍ରୟ ତଥା ଅସହାୟ ବ୍ୟକ୍ତିମାନଙ୍କ ପ୍ରତି ସଦୟ ଅନୁକମ୍ପା ପ୍ରଦର୍ଶନ କରିଛନ୍ତି ପୋଲିସ ବିଭାଗର ଅନେକ କର୍ତ୍ତବ୍ୟରତ କର୍ମଚାରୀ । ଓଡ଼ିଶାର ମାଲକାନଗିରି ଜିଲ୍ଲାର ପୋଲିସ ସବ୍‌-ଇନ୍ସପେକ୍ଟର ଶୁଭଶ୍ରୀ ନାୟକ ଜଣେ…

ସାମାଜିକ ଦୂରତ୍ୱ ସଚେତନତା ନେଇ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସଙ୍ଗୀତ ରଚନା କଲେ ଯାଜପୁର ଜିଲ୍ଲାପାଳ

ଯାଜପୁର: କରୋନାଭାଇରସ୍ ମହାମାରୀ ସମୟରେ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଉଛି ପ୍ରଶାସନ । ଏନେଇ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏକ ଗୀତ ରଚନା କରିଛନ୍ତି ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାଶ । ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସ ଏହି ଗୀତର ରଚନା କରିଛନ୍ତି । ଯେଉଁଥିରେ…

୧୩ ସୁରତ ଫେରନ୍ତା କରୋନା ପଜିଟିଭ

ଭୁବନେଶ୍ୱର: ଓଡିଶାରେ ସୋମବାର ଦିନ ୧୪ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି। ସେଥିମଧ୍ୟରୁ ୧୨ ଜଣ ଗଞ୍ଜାମ ଜିଲ୍ଲାର, ଜଣେ ଲେଖାଏଁ କେନ୍ଦ୍ରାପଡା ଏବଂ ରାଉରକେଲା ଅଞ୍ଚଳର। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ରାଉରକେଲାର ଜଣେ ରୋଗୀ ପୂର୍ବତନ କରୋନା…

ବାଇଗଣ ବାଡ଼ିରେ ଶ୍ରୀଜଗନ୍ନାଥ: ମହାପ୍ରଭୁ ଶୁଣିଲେ ଗୀତଗୋବିନ୍ଦ !

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ଶ୍ରୀଜୟଦେବଙ୍କ ଶ୍ରେଷ୍ଠ କାବ୍ୟକୃତି ଗୀତଗୋବିନ୍ଦକୁ ନେଇ ଅନେକ ସୁନ୍ଦର କିମ୍ବଦନ୍ତିମାନ ରହିଛି । ଗୀତଗୋବିନ୍ଦ ଯେ ମହାପ୍ରଭୁଙ୍କର କେତେ ପ୍ରିୟ ସେହି କଥାର ପ୍ରମାଣ ରହିଛି ଅନେକ କଥାବସ୍ତୁରେ । ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ମେଘନାଥ ପାଚେରୀ…

ଲକଡାଉନ ୩.୦: ସ୍କୁଲ ଫି’ ଛାଡ ପାଇଁ ଓଡ଼ିଶା ଅଭିଭାବକ ମହାସଂଘର ଦାବି

ଭୁବନେଶ୍ୱର: ଓଡ଼ିଶା ଅଭିଭାବକ ମହାସଂଘର ଅଭିଭାବକ ତଥା ସଦସ୍ୟମାନେ ସୋମବାର ଦିନ ସୂଚନା ଭବନ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲକଡାଉନ ଯୋଗୁଁ ପ୍ରାୟ ତିନିମାସ ସ୍କୁଲ ଶୁଳ୍କ ଛାଡ କରିବାକୁ ଦାବି କରିଛନ୍ତି। ସେମାନଙ୍କ ଅନୁଷ୍ଠାନରେ ବହି ବିକ୍ରୀ କରି ସାମାଜିକ ଦୂରତ ନିୟମକୁ…