କରୋନା ଅପଡେଟ: ଭାରତରେ ୬୭ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୨୦୬ ମୃତ
ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ।
ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ…