Latest Odisha News

BREAKING NEWS

Yearly Archives

2020

ଜିଓ ପ୍ଲାଟଫର୍ମସ୍‌ରେ ୧୧,୩୬୭ କୋଟି ଟଙ୍କା ନିବେଶ କରିବ ଭିଷ୍ଟା ଇକ୍ୱିଟି ପାର୍ଟନର୍ସ

ଭୁବନେଶ୍ୱର / ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍‌ଆଇଏଲ୍‌) ଓ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ ପକ୍ଷରୁ ଆଜି ଏକ ମହତ୍ୱପୂର୍ଣ୍ଣ ଘୋଷଣା କ୍ରମରେ ବିଶ୍ୱର ପ୍ରମୁଖ ଘରୋଇ ଇକ୍ୱିଟି ସଂସ୍ଥା ଭିଷ୍ଟା ଇକ୍ୱିଟି ପାର୍ଟନର୍ସ (ଭିଷ୍ଟା) ପକ୍ଷରୁ ଜିଓ ପ୍ଲାଟଫର୍ମସ୍‌ରେ ୧୧,୩୬୭ କୋଟି…

କାଳ ବୈଶାଖୀର ତାଣ୍ଡବ ଲୀଳା: ଉଜାଡ଼ିଲା ଡାଳୁଅ ଧାନ, ଭାଙ୍ଗିଲା ଘରଦ୍ୱାର

ସୁବର୍ଣ୍ଣପୁର: ଲକ ଡାଉନ ବେଳାରେ କାଳ ବୈଶାଖୀ ତାଣ୍ଡବ ଲୀଳା ଦେଖାଇଛି ସୁବର୍ଣ୍ଣପୁର ଜିଲ୍ଲାରେ । ବର୍ଷା ସାଙ୍ଗକୁ ଝଡତୋଫାନ ଯୋଗୁଁ ଉଜୁଡିଲା  ଫସଲ । କାଳ ବୈଶାଖୀର ମହାତାଣ୍ଡବରେ  ଜିଲ୍ଲାର  ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟ କ୍ଷତି ହୋଇଛି । ଲଗାତାର ଦୁଇ ଦିନ ଧରି  କାଳ ବୈଶାଖୀ ହେବା…

ରଥ ନିର୍ମାଣ ପାଇଁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ରଥ ନିର୍ମାଣ ନେଇ ଗୁରୁବାର କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ସବୁଜ ସଙ୍କେତ ମିଳିବା ପରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଖଳାରେ ରଥ ନିର୍ମାଣ କାମ…

ଅହେତୁକ ଅହଂକାର…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ସମ୍ପ୍ରତି ପୃଥିବୀରେ ପାଖାପାଖି ଆଠଶହ କୋଟି ମଣିଷର ଅହେତୁକ ଗର୍ବ ଅହଂକାର ସୀମା ଟପି ଯାଇଛି । ବିଶେଷ କରି ବିଭିନ୍ନ ଦେଶର ଶାସକ ଓ ପୁଞ୍ଜିପତି ମାନଙ୍କର ଅହଂକାର ଯୋଗୁଁ ମାନବ ସମାଜ ଧ୍ୱଂସମୁଖୀ । ମଣିଷ ମଣିଷକୁ ମାରିବା ପାଇଁ କେତେ…

କାହିଁକି ଜାଣନ୍ତୁ; ପ୍ରତିଦିନ ଡୋନାଲ୍ଡ ଟ୍ରମ୍ପଙ୍କ ହେବ କରୋନା ଟେଷ୍ଟ୍ !

ୱାଶିଂଟନ୍‌: ଆମେରିକାରେ ଏବେ କରୋନା ମହାମାରୀ ଭୀଷଣ ରୂପ ନେଇଛି । ଏହି ମାରାତ୍ମକ ମହାମାରୀ ଦେଶରେ ଦ୍ରୁତ ଗତିରେ ସଂକ୍ରମିତ ହେଉଥିବା ବେଳେ ଏଥିଯୋଗୁଁ ମୃତ୍ୟୁସଂଖ୍ୟା ମଧ୍ୟ ବଢି ଚାଲିଛି । ଯୁକ୍ତରାଷ୍ଟ୍ର ଆମେରିକାର ବିଭିନ୍ନ ବରିଷ୍ଠ ଅଧିକାରୀ ଏହି ଭୂତାଣୁର ଶିକାର ହୋଇଥିବା ବେଳେ ଜଣେ…

କେରଳ ଫେରନ୍ତା ଜଣେ ବ୍ୟକ୍ତିଙ୍କ ସହ ଗଞ୍ଜାମରେ ୧୯ ଆକ୍ରାନ୍ତ

ବ୍ରହ୍ମପୁର: ଗଞ୍ଜାମରେ କରୋନା ପଜିଟିଭ ମାମଲା ୪୭କୁ ବୃଦ୍ଧି ପାଇଥିବା ବେଳେ ଗୁରୁବାର ଦିନ ଜିଲ୍ଲାରେ ୧୯ ଜଣ ନୂତନ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ କେରଳ ଫେରନ୍ତା ହୋଇଥିବା ବେଳେ ଅନ୍ୟ ସମସ୍ତେ ସୁରଟରୁ ଫେରିଥିବା ନେଇ ଜଣାପଡ଼ିଛି।…

ତାମିଲନାଡୁରେ ଓଡ଼ିଆ କର୍ମଚାରୀଙ୍କୁ ନିର୍ଯ୍ୟାତନା; ଖାଦ୍ୟ ମାଗିବାରୁ ଆକ୍ରମଣ !

ତିରୁପୁର: ତାମିଲନାଡୁର ତିରୁପୁର ଜିଲ୍ଲା ଅନ୍ତର୍ଗତ ଉଥୁକୁଲିରେ ଥିବା ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିବା କିଛି ପ୍ରବାସୀ ଓଡ଼ିଆ ନିର୍ଯାତନାର ଶିକାର ହୋଇଛନ୍ତି । ଏହି ଲକ୍‌ଡ଼ାଉନ୍ ସମୟରେ ଓଡ଼ିଶାରୁ ଯାଇଥିବା ଏହି କର୍ମଚାରୀମାନେ କଠିନ ପରିଶ୍ରମ କରୁଥିବା ବେଳେ ସେମାନଙ୍କୁ ଠିକ୍ ଭାବେ…

ରଥଖଳା ସାନିଟାଇଜ ହୋଇ ଆରମ୍ଭ ହେଲା ନିର୍ମାଣ କାର୍ଯ୍ୟ

ପୁରୀ: ଆରମ୍ଭ ହେଲା ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ। ରଥ ଖଳାରୁ ଶୁଭିଲା ଭୋଇ ସେବକ ଓ ବିଶ୍ଵକର୍ମା ମହାରଣାଙ୍କ ନିହାଣ ମୁନର ଶବ୍ଦ। ସାଧାରଣତ ଅକ୍ଷୟ ତୃତୀୟା ଦିନଠୁ ଆରମ୍ଭ ହୋଇଥାଏ ରଥ ନିର୍ମାଣ। କିନ୍ତୁ ଚଳିତ ବର୍ଷ ମହାମାରୀ କରୋନା ପାଇଁ ରଥ କାର୍ଯ୍ୟ…

୭ ଦିନ, ୭ ଜିଲ୍ଲାରେ ୬୫ ସୁରତ ଫେରନ୍ତା ପଜିଟିଭ୍

ଭୁବନେଶ୍ୱର : ପଶ୍ଚିମଂବଙ୍ଗ ପରେ ଚିନ୍ତା ବଢାଇଲେଣି ସୁରତ ଫେରନ୍ତା । ପ୍ରତିଦିନ ସାମ୍ନାକୁ ଆସୁଛି ପଜିଟିଭ୍ କେସ୍ । କେତେବେଳେ ୭ ତ କେତେବେଳେ ୧୭ । ସୁରତ ଫେରନ୍ତାଙ୍କ ସଂଖ୍ୟା ଉପରମୁହାଁ । ସାତ ଦିନରେ ରାଜ୍ୟର ତିନିଟି ଜୋନରୁ ୬୫ ସୁରତ ଫେରନ୍ତା କରୋନା ସଂକ୍ରମିତ ହୋଇଛନ୍ତି ।…

ରାଉରକେଲାରେ ସୁସ୍ଥ ହେଲେ ଆଉ ଜଣେ କରୋନା ରୋଗୀ

ରାଉରକେଲା: ରାଉରକେଲାରେ ଆଉ ଜଣେ କୋଭିଡ-୧୯ ରୋଗୀ ସୁସ୍ଥ ହୋଇଛନ୍ତି। ଯାହା ଫଳରେ ଓଡିଶାର ଏବେ ଆରୋଗ୍ୟଙ୍କ ସଂଖ୍ୟା ୬୩କୁ ଛୁଇଁଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଟ୍ବିଟ କରାଯାଇଛି।…