ରାଜ୍ୟରେ ୧୭୭ ଛୁଇଁଲା ମାମଲା: କେଉଁ ଜିଲ୍ଲାରେ କେତେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଜାଣନ୍ତୁ
ଭୁବନେଶ୍ୱର: ଜିଲ୍ଲା ପରେ ଜିଲ୍ଲା ବ୍ୟାପି ଚାଲିଛି କରୋନା ଭୂତାଣୁ । ରାଜ୍ୟର ୧୬ ଟି ଜିଲ୍ଲାରେ ଏହା ନିଜର କାୟା ବିସ୍ତାର କରିଛି । ଏହା ମଧ୍ୟରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ ଛୁଇଁଛି।
ଓଡ଼ିଶାର କେଉଁ ଜିଲ୍ଲାରେ କେତେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆସନ୍ତୁ ଜାଣିବା..…