Latest Odisha News

BREAKING NEWS

Yearly Archives

2020

ଜାତୀୟ କ୍ରୀଡା ପୁରସ୍କାର ପାଇଁ ଅନଲାଇନ ଆବେଦନ କରିବେ ଆଶାୟୀ

ନୂଆଦିଲ୍ଲୀ: ଚଳିତବର୍ଷ ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଆଶାୟୀ ପ୍ରାର୍ଥୀମାନେ ଅନଲାଇନ ଆବେଦନ କରିବେ ବୋଲି କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ କୁହାଯାଇଛି ।  କରୋନା ଭାଇରସ ସଂକ୍ରମଣ  କାରଣରୁ ଆଶାୟୀ ପ୍ରାର୍ଥୀମାନେ ଇ-ମେଲ ମାଧ୍ୟମରେ ଆବେଦନ କରିପାରିବେ । ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାର…

ଇସ୍ପାତ ନିର୍ମାଣରେ ଜେଏସ୍‌ପିଏଲ୍‌ର ରେକର୍ଡ; ଲକ୍‌ଡାଉନ୍ ସତ୍ତ୍ୱେ ରପ୍ତାନୀ ବିକ୍ରୟରେ ରେକର୍ଡ ୧୦୯ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ: ନବୀନ ଜିନ୍ଦଲ ନେତୃତ୍ୱାଧିନ ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର ଲିଃ (ଜେଏସ୍‌ପିଏଲ୍‌) ଇସ୍ପାତ ନିର୍ମାଣରେ ଗତ ଅପ୍ରେଲ (୨୦୨୦) ମାସରେ ନୂତନ ରେକର୍ଡ ପ୍ରତିଷ୍ଠା କରିବା ସହିତ ସର୍ବୋଚ୍ଚ ପରିମାଣର ଇସ୍ପାତ ଏବଂ ତାହା ସଂବନ୍ଧିୟ ଉତ୍ପାଦ ରପ୍ତାନୀ କରିଛି ।  ଅପ୍ରେଲ ମାସରେ…

ଲକଡାଉନରେ ବିବାହ କଲେ ଅନ୍ତର୍ଜାତୀୟ ମହିଳା ରେସଲର

ବାଗପତ: ଦେଶରେ ଲକଡାଉନ ନିୟମ ଲାଗୁ କରାଯାଇଥିଲେ ସୁଦ୍ଧା ଅନ୍ତର୍ଜାତୀୟ ମହିଳା ରେସଲର ଅଂଶୁ ତୋମାର ମଙ୍ଗଳବାର ଜାତୀୟସ୍ତରର ପହଲିୱାନ ଧର୍ମେନ୍ଦ୍ର ଯାଦବଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି । କରୋନା ମହାମାରୀ ପାଇଁ ଲକଡାଉନ କରାଯାଇଛି । ଅବଶ୍ୟ ଏହି ଦୁଇ ପରିବାର ସରକାରଙ୍କ ସମସ୍ତ…

ଉହାନ ଲ୍ୟାବରୁ କରୋନା ବ୍ୟାପିଥିବା ନେଇ ଆମେରିକା କୌଣସି ପ୍ରମାଣ ଦେଇନି :ଡବ୍ଲ୍ୟୁଏଚଓ

ୱାଶିଂଟନ: ଚୀନର ଉହାନ ଲ୍ୟାବରୁ କରୋନା ଭାଇରସ ବ୍ୟାପିଥିବା ନେଇ ଆମେରିକା ଏ ପର୍ଯ୍ୟନ୍ତ କୌଣସି ବଳିଷ୍ଠ ପ୍ରମାଣ ଦେଇନି ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) କହିଛି । ପୂର୍ବରୁ ଚୀନ ତାଙ୍କ ଲ୍ୟାବରୁ କରୋନା ବ୍ୟାପି ନାହିଁ ବୋଲି ସ୍ପଷ୍ଟ କରିଛି । ସୋମବାର ଆମେରିକା ରାଷ୍ଟ୍ରପତି…

କିମ ଜୋଙ୍ଗଙ୍କୁ ସମ୍ମାନିତ କଲା ରୁଷିଆ

ମସ୍କୋ : ଉତ୍ତର କୋରିଆର ସର୍ବୋଚ୍ଚ ନେତା କିମ୍ ଜୋଙ୍ଗଙ୍କୁ ରୁଷ୍ ରାଷ୍ଟ୍ରପତି ବିଶେଷ ସମ୍ମାନରେ ସମ୍ମାନିତ କରିଛନ୍ତି । ନାଜି ଜର୍ମାନୀ ଉପରେ ବିଜୟର ୭୫ତମ ବର୍ଷପୂର୍ତ୍ତି ଉପଲକ୍ଷେ ରୁଷ୍ କିମ୍‌ଙ୍କୁ ଦ୍ୱିତୀୟ ବିଶ୍ୱଯୁଦ୍ଧର ସ୍ମୃତି ମେଡାଲ ପ୍ରଦାନ କରିଛନ୍ତି । କିମ୍‌ଙ୍କ ତରଫରୁ ଉତ୍ତର…

ରାଉରକେଲାରେ ଚିହ୍ନଟ ହେଲେ ଆଉ ଜଣେ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି

ଭୁବନେଶ୍ୱର: ରାଉରକେଲାରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି ପାଇଛି । ଏହି ଆକ୍ରାନ୍ତ ଜଣକ କୋଲକାତା ଫେରନ୍ତା ଏବଂ ତାଙ୍କୁ ୪୯ ବର୍ଷ । ସେ କୋଲକାତାରୁ ଫେରିବା ପରେ କ୍ୱାରେଣ୍ଟାଇନରେ ରହିଥିବା ନେଇ ଆଜି ସନ୍ଧ୍ୟାରେ…

ମ୍ୟାନମାରକୁ ଭାରତ ଦେଲା ୨ ଲକ୍ଷ ହାଇଡ୍ରୋକ୍ସିକ୍ଲୋରୋକୁଇନ ଟାବଲେଟ

ନୂଆଦିଲ୍ଲୀ:କରୋନା ମହାମାରୀକୁ ରୋକିବା ପାଇଁ କିଛି ମାତ୍ରାରେ ସହାୟ ହେଉଛି ହାଇଡ୍ରୋକ୍ସିକ୍ଲୋରୋକୁଇନ । ମ୍ୟାନମାରର ଅନୁରୋଧ କ୍ରମେ ଭାରତ ଏହି ଗେମ ଚେଞ୍ଜର ଟାବଲେଟ ପଡୋଶୀ (ମ୍ୟାନମାର) ଦେଶକୁ ଦେଇଛି । ରିପୋର୍ଟ ମୁତାବକ ଭାରତ ୨ଲକ୍ଷ ଟାବଲେଟ ସମେତ ଆବଶ୍ୟକୀୟ ମେଡିକାଲ ସାମଗ୍ରୀ ମଧ୍ୟ…

ଇସ୍ରାଏଲ ପାଖରେ କୋଭିଡ-୧୯ ଟୀକା !

ଜେରୁଜେଲମ: ସାରା ବିଶ୍ୱରେ କରୋନା ତାରା କାୟା ମେଲାଇଛି । ଏଯାଏଁ ଏହି ମହାମାରୀର କୌଣସି ଟୀକା ବାହାରି ନାହିଁ । ଟୀକା ପାଇଁ ସାରା ଦେଶର ବୈଜ୍ଞାନିକମାନେ ଲାଗିପଡିଛନ୍ତି । ସେମାନେ ଦିନ ରାତି ଏକ କାରିସାରିଲେଣି । ତେବେ ଏହାରି ଭିତରେ ଇସ୍ରାଏଲ କୋଭିଡ-୧୯ ଭୂତାଣୁର ଟୀକା ବାହାର କରିିଛି ।…

୬୪ଟି ବିମାନରେ ବିଦେଶରୁ ଫେରିବେ ୧୪ହଜାର ୮ଶହ ପ୍ରବାସୀ

ନୂଆଦିଲ୍ଲୀ: ମହାମାରୀ କରୋନା ଯୋଗୁଁ ବାହାର ରାଜ୍ୟରେ ଫଶି ରହିଛନ୍ତି ହଜାର ହଜାର ପ୍ରବାସୀ । ଏମାନଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାରଙ୍କ ଏକ ବ୍ଲୁ ପ୍ରିଂଟ ପ୍ରସ୍ତୁତ କରିଛନ୍ତି । ଏମାନଙ୍କୁ ଫେରାଇ ଆଣିବା ପାଇଁ ୬୪ଟି ବିମାନର ବ୍ୟବସ୍ଥା କରାଯାଇଛି । ଏହି ବିମାନରେ ପ୍ରାୟ ୧୪,୮୦୦…

ଉଗ୍ର ହେଲା କରୋନା: ଦେଶରେ ୨୪ ଘଂଟାରେ ରେକର୍ଡ ସଂଖ୍ୟକ ମୃତ୍ୟୁ

ନୂଆଦିଲ୍ଲୀ: ଦିନକୁ ଦିନ ଉଗ୍ର ହେଉଛି ମହାମାରୀ କରୋନା । ଏହା ଦେଶରେ ଗୁରୁତର ଆକାର ଧାରଣ କଲାଣି । ଗତ ୨୪ ଘଂଟାରେ ଭାରତରେ ରେକର୍ଡ ସଂଖ୍ୟକ ମୃତ୍ୟୁ ହୋଇଛି । ଗୋଟିଏ ଦିନରେ ପ୍ରାୟ ୧୯୫ ଜଣ ପ୍ରାଣ ହରାଇଛନ୍ତି । ସେହିପରି ୨୪ ଘଂଟାରେ ୩୯୦୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି କେନ୍ଦ୍ର…