ଲକ୍ଡାଉନ ଡାଏରୀ : ଶିଶୁ ସାହିତ୍ୟିକ ଦାଶ ବେନହୂରଙ୍କ ପାଇଁ ଏହା ଡବଲ ଲକ୍ଡାଉନ
ଲକ୍ ଡାଉନ କାହା ପାଇଁ କେମିତି । କାହାକୁ ପରିବାର ସାଥୀରେ ରଖିଛି ତ କାହାକୁ ପରିବାର ଲୋକଙ୍କଠାରୁ ଦୂରେଇ ରଖିଛି । କିନ୍ତୁ ଏହା ସତ କଥା ଯେ ଏହା ସମସ୍ତଙ୍କୁ କିଛି ନା କିଛି ଶିକ୍ଷା ଦେଇଛି । ତେବେ ଏହି ଲକ୍ ଡାଉନ ସମୟକୁ କିଏ କେମିତି କାଟୁଛନ୍ତି ତାହାକୁ ନେଇ ଆମର ସ୍ୱତନ୍ତ୍ର ସେଗମେଣ୍ଟ…